ହର୍ମୁଜ ସଙ୍କଟ ମଧ୍ୟରେ NSA ଅଜିତ ଡୋଭାଲ ହଠାତ କାହିଁକି ପହଞ୍ଚିଲେ ରିୟାଦ? ଜାଣନ୍ତୁ ପରଦା ପଛର କୂଟନୀତି ନୂଆଦିଲ୍ଲୀ,୨୦।୪: ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ସାଉଦି ଆରବକୁ ଏକ ଅଚାନକ ଗସ୍ତ କରିଥିଲେ, ଯେଉଁଠାରେ ସେ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଥିଲେ। ଏହି ଗସ୍ତ ସମୟରେ, ଦୁଇ ରାଷ୍ଟ୍ର ମଧ୍ୟରେ ସହଯୋଗର ବିଭିନ୍ନ…