ସାଉଦି ଆରବରେ ଆଉ ଜଣେ ଭାରତୀୟଙ୍କ ମୃତ୍ୟୁ
ନୂଆଦିଲ୍ଲୀ,୨୧ା୩: ସାଉଦି ଆରବର ରିୟାଧରେ ଗତ ବୁଧବାର ହୋଇଥିବା ଆକ୍ରମଣରେ ଜଣେ ଭାରତୀୟଙ୍କ ମୃତ୍ୟୁ ଘଟିଥିବା ସେଠାର ଭାରତୀୟ ଦୂତାବାସ ଶୁକ୍ରବାର ସ୍ପଷ୍ଟ କରିଛି। ଦୂତାବାସ ପକ୍ଷରୁ ମୃତକଙ୍କ ପରିବାର ଏବଂ ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ସହ ଯୋଗାଯୋଗ କରାଯିବା ସହ ସମସ୍ତ…
ଇରାନ ବିରୋଧରେ ପାକିସ୍ତାନ? ସାଉଦି ଆରବକୁ ପୂର୍ଣ୍ଣ ସମର୍ଥନ ଦେଇ କ୍ରାଉନ ପ୍ରିନ୍ସଙ୍କୁ ଭେଟିବାକୁ ପହଞ୍ଚିଲେ ଶେହବାଜ ସରିଫ
ରିୟାଦ,୧୩।୩: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ସାଉଦି ଯୁବରାଜ ମହମ୍ମଦ ବିନ ସଲମାନଙ୍କ ସହ ଏକ ସ୍ବତନ୍ତ୍ର ସାକ୍ଷାତ କରିଥିଲେ। ଏହି ସାକ୍ଷାତ ଜେଦ୍ଦାରେ ହୋଇଥିଲା। ଆଲୋଚନା ସମୟରେ ଶେହବାଜ ସରିଫ ପଶ୍ଚିମ ଏସିଆର ବର୍ତ୍ତମାନର ଚ୍ୟାଲେଞ୍ଜିଂ ପରିସ୍ଥିତି ମଧ୍ୟରେ ସାଉଦି…
ମଧ୍ୟପ୍ରାଚ୍ୟ ଯୁଦ୍ଧ; ସାଉଦି ଆରବକୁ ନେଇ ବଡ଼ ବୟାନ ଜାରି କଲା ପାକିସ୍ତାନ, ସମସ୍ତେ ଛାନିଆ!
ନୂଆଦିଲ୍ଲୀ,୧୨।୩: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ପାକିସ୍ତାନ ସାଉଦି ଆରବ ପ୍ରତି ତାର ଦୃଢ଼ ପ୍ରତିବଦ୍ଧତାକୁ ଦୋହରାଇଛି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜଣେ ବରିଷ୍ଠ ଅଧିକାରୀ ସ୍ପଷ୍ଟ କରିଛନ୍ତି ଯେ ପାକିସ୍ତାନ ସାଉଦି ଆରବକୁ ସହାୟତା କରିବାକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ । ଏହି…
ସାଉଦି ଆରବର ଶରଣ ପଶିଲାଣି ପାକିସ୍ତାନ! ତାଲିବାନ ଆକ୍ରମଣ ଆଶଙ୍କାରେ ରିୟାଦ ସହ ଯୋଗାଯୋଗ କଲାଣି ପାକ୍
ଇସଲାମାବାଦ,୨୭।୨: ତାଲିବାନ ସହିତ ଶତ୍ରୁତା ଆରମ୍ଭ ହେବା ପରେ, ପାକିସ୍ତାନ ସାଉଦି ଆରବ ସହିତ ଯୋଗାଯୋଗ କରିଛି। ପାକିସ୍ତାନର ଉପ-ପ୍ରଧାନମନ୍ତ୍ରୀ ଏବଂ ବୈଦେଶିକ ମନ୍ତ୍ରୀ ଇସାକ ଡାର ସାଉଦି ବିଦେଶ ମନ୍ତ୍ରୀଙ୍କ ସହ ଫୋନ ଯୋଗେ କଥା ହୋଇଛନ୍ତି। ସାଉଦି ବିଦେଶ…
ସରକାରଙ୍କ ବଡ଼ ନିଷ୍ପତ୍ତି: ଓଟଙ୍କୁ ମିଳିବ ପାସପୋର୍ଟ
ରିଆଦ୍,୬ା୨:ଓଟଙ୍କୁ ନେଇ ସାଉଦି ଆରବ ସରକାର ଏଭଳି ଏକ ନିଷ୍ପତ୍ତି ନେଇଛନ୍ତି, ଯାହାକି ସାରା ଙ୍କ ପକ୍ଷରୁ ପାସ୍ପୋର୍ଟ ଦିଆଯିବ। ପାରମ୍ପରିକ ଏବଂ ଅର୍ଥନୈତିକ ଦୃଷ୍ଟିରୁ ସାଉଦି ସାମ୍ରାଜ୍ୟରେ ଓଟଙ୍କୁ ନେଇ ରହିଆସିଥିବା ପ୍ରାଧାନ୍ୟକୁ ଗୁରୁତ୍ୱ ଦେବା ସହିତ ସେମାନଙ୍କ ପରିଚାଳନା…
UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍
ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ ସୀମାରେ ପହଞ୍ଚିଛି। ୟେମେନର ମୁକାଲ୍ଲା ବନ୍ଦରରେ ଠିଆ ହୋଇଥିବା UAE ର ଦୁଇଟି ସାମରିକ…
୫୬,୦୦୦ ପାକିସ୍ତାନୀ ଭିକାରିଙ୍କୁ ତଢ଼ିଲା ସାଉଦି ଆରବ
ନୂଆଦିଲ୍ଲୀ,୧୮ା୧୨: ପାକିସ୍ତାନର ପେଶାଦାର ଭିକାରୀମାନେ ଏବେ ବିଶ୍ୱ ସ୍ତରରେ ଦେଶ ପାଇଁ ଏକ ବଡ଼ ଅପମାନର କାରଣ ସାଜିଛନ୍ତି। ନିକଟରେ ସାଉଦି ଆରବ ପ୍ରାୟ ୫୬,୦୦୦ ପାକିସ୍ତାନୀ ଭିକାରୀଙ୍କୁ ନିଜ ଦେଶରୁ ବାହାର କରିଦେଇଛି। ଏହି ଭିକାରୀମାନେ ଧାର୍ମିକ ପର୍ଯ୍ୟଟନ ବା…
ପାକିସ୍ତାନ ଉପରେ ଟଙ୍କା ବର୍ଷା କରିବ ସାଉଦି ଆରବ, କ୍ରାଉନ୍ ପ୍ରିନ୍ସଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ଶାହବାଜ ସରିଫ
ନୂଆଦିଲ୍ଲୀ,୨୩।୧୦: ସାଉଦି ଆରବ ଓ ପାକିସ୍ତାନ ମଧ୍ୟରେ ଏକ ଗୁପ୍ତ ପ୍ରତିରକ୍ଷା ଚୁକ୍ତି ହୋଇଥିବା ଜଣାପଡ଼ିଛି। ଏହି ଚୁକ୍ତି ଅନୁଯାୟୀ, ସାଉଦି ଆରବ ପାକିସ୍ତାନରେ ପ୍ରାୟ ୧୦ ବିଲିୟନ ଆମେରିକୀୟ ଡଲାର (ପ୍ରାୟ ୭୯,୦୦୦ କୋଟି ଟଙ୍କା) ନିବେଶ କରିବ ଏବଂ…
ପ୍ରବାସୀ ଶ୍ରମିକଙ୍କ ପାଇଁ ସାଉଦି ଆରବରେ ବଡ଼ ଶ୍ରମ ସଂସ୍କାର: ‘କଫାଲା’ ପ୍ରଣାଳୀ ଉଚ୍ଛେଦ
ନୂଆଦିଲ୍ଲୀ,୨୨।୧୦: ସାଉଦି ଆରବରେ ପ୍ରବାସୀ ଶ୍ରମିକଙ୍କ ଅଧିକାର ଓ ସୁରକ୍ଷା ପାଇଁ ୫୦ ବର୍ଷ ପୁରୁଣା ‘କଫାଲା’ ପ୍ରଣାଳୀକୁ ଉଚ୍ଛେଦ କରାଯାଇଛି। ଜୁନ୍ ୨୦୨୫ରେ ଏହି ଐତିହାସିକ ନିଷ୍ପତ୍ତି ଘୋଷଣା କରାଯାଇଛି। ‘କଫାଲା’ ଏକ ଶ୍ରମ ପ୍ରାୟୋଜକ ବ୍ୟବସ୍ଥା ଥିଲା, ଯେଉଁଥିରେ…
‘ସାଉଦି ଆରବ ପାରସ୍ପରିକ ସ୍ବାର୍ଥର ଯତ୍ନ ନେବ,’ ପାକିସ୍ତାନ ସହିତ MBSର ପ୍ରତିରକ୍ଷା ଚୁକ୍ତି ଉପରେ ବୈଦେଶିକ ମନ୍ତ୍ରଣାଳୟ ବିବୃତ୍ତି
ନୂଆଦିଲ୍ଲୀ,୧୯।୯: ବୈଦେଶିକ ମନ୍ତ୍ରଣାଳୟ ଶୁକ୍ରବାର ସାଉଦି ଆରବ ଏବଂ ପାକିସ୍ତାନ ମଧ୍ୟରେ ହୋଇଥିବା ସମ୍ପ୍ରତିକ ପ୍ରତିରକ୍ଷା ଚୁକ୍ତି ଉପରେ ପ୍ରତିକ୍ରିୟା ପ୍ରକାଶ କରିଛି। ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ରଣଧୀର ଜୟସୱାଲ କହିଛନ୍ତି ଯେ ଭାରତ ଆଶା କରେ ଯେ ସାଉଦି ଆରବ…
ସର୍ବାଧିକ ପାକିସ୍ତାନୀ ନାଗରିକଙ୍କୁ ସାଉଦି ଆରବରେ ଦିଆଯାଇଛି ଫାଶୀ! ଚମକାଇ ଦେଉଛି ସଂଖ୍ୟା
ରିୟାଦ,୮।୮: ସାଉଦି ଆରବରେ ମୃତ୍ୟୁଦଣ୍ଡ ରୋକିବାର ଦାବି ଏବେ ଫମ୍ପା ପ୍ରମାଣିତ ହେଉଛି। ଯଦିଓ କ୍ରାଉନ ପ୍ରିନ୍ସ ମହମ୍ମଦ ବିନ ସଲମାନ ୨୦୨୨ ମସିହାରେ କହିଥିଲେ ଯେ ବର୍ତ୍ତମାନ କେବଳ ସେହି ମାମଲାରେ ମୃତ୍ୟୁଦଣ୍ଡ ଦିଆଯିବ ଯାହା ସ୍ପଷ୍ଟ ଭାବରେ କୁରାନରେ…
ସବୁ ରେକର୍ଡ ଭାଙ୍ଗିଲା ସାଉଦି ଆରବର ମୃତ୍ୟୁଦଣ୍ଡ, ଗୋଟିଏ ଦିନରେ ଶୁଳିରେ ଚଢିଲେ ୮ଜଣ, ଜାଣନ୍ତୁ ଏହାର କାରଣ
ରିୟାଦ,୩।୮: ସାଉଦି ଆରବ ଶନିବାର ଗୋଟିଏ ଦିନରେ ୮ ଜଣଙ୍କୁ ମୃତ୍ୟୁଦଣ୍ଡ ଦେଇଛି। ସେମାନଙ୍କ ମଧ୍ୟରୁ ୭ ଜଣଙ୍କୁ ନିଶା କାରବାର ସହ ଜଡିତ ମାମଲାରେ ଫାଶି ଦିଆଯାଇଥିଲା ଏବଂ ଜଣେ ବ୍ୟକ୍ତିଙ୍କୁ ତାଙ୍କ ମାଆଙ୍କୁ ହତ୍ୟା କରିବା ପାଇଁ ଫାଶି…
Archives


