ଚିତ୍କାର-ଧୂଆଁ-ମୃତ୍ୟୁ…ବଡ଼ ଧରଣର ହେଲିକପ୍ଟର ଦୁର୍ଘଟଣା, ୧୪ମୃତ ରିୟାଦ,୨୮।୬: ସାଉଦି ଆରବର ରାସ୍ ତନୁରା ଅଞ୍ଚଳରେ ଏକ ବଡ଼ ହେଲିକପ୍ଟର ଦୁର୍ଘଟଣା ହୋଇଛି । ଏଥିରେ ପ୍ରାୟ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି । ହେଲିକପ୍ଟରଟି ସାଉଦି ଆରବର ପ୍ରମୁଖ ପେଟ୍ରୋଲିୟମ୍ ରିଫାଇନାରୀ କମ୍ପାନୀ ଆରାମକୋର ଥିଲା…