ପୂଜାରା-ଜାଡେଜାଙ୍କୁ କରାଗଲା ସମ୍ମାନିତ: ଜାଣନ୍ତୁ ଏହା ପଛରେ ରହିଛି କ’ଣ କାରଣ ରାଜକୋଟ,୧୫।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ତୃତୀୟ ମ୍ୟାଚ ରାଜକୋଟରେ ଥିବା ସୌରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚ ପୂର୍ବରୁ ଭାରତୀୟ ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଏବଂ ବ୍ୟାଟ୍ସମ୍ୟାନ...