SA vs Ind 1st T20I: ବର୍ଷା ପାଇଁ ଅଟକିଲା ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍, ବିଳମ୍ବରେ ହେବ ଟସ୍ ନୂଆଦିଲ୍ଲୀ,୨୮।୧୦: ଭାରତୀୟ ଦଳ ଏବେ ଦକ୍ଷିଣ ଆଫ୍ରିକା ଗସ୍ତରେ ଅଛି। ଦୁଇ ଦଳ ମଧ୍ୟରେ ୩ ମ୍ୟାଚ୍ ବିଶିଷ୍ଟ ଟି ୨୦ ସିରିଜର ପ୍ରଥମେ ମ୍ୟାଚ୍ ରବିବାର ଡର୍ବାନରେ ଖେଳାଯିବ। କିନ୍ତୁ ଏହାପୂର୍ବରୁ ଡର୍ବାନରେ ବର୍ଷା ଆରମ୍ଭ ହୋଇଯାଇଛି, ଯେଉଁଥିପାଇଁ...