savitri

ବଦଳିଲା ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ତାରିଖ, ୨୭ ନୁହେଁ …

ଭୁବନେଶ୍ୱର, ୨୩ା୫(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟିକୁ ଆସନ୍ତା ୨୭ ପରିବର୍ତ୍ତେ ୨୬ ତାରିଖରେ କରିବାକୁ ନିଷ୍ପତ୍ତି ନେଇଛନ୍ତି।…

7 months ago