ରାଜ୍ୟ ସଭା ନିର୍ବାଚନ: ନାମାଙ୍କନ ଭରିଲେ ହାଇଦ୍ରାବାଦର ସାୟାନା ଭୁବନେଶ୍ୱର,୨୭।୨(ସୁନିତ୍ ମିଶ୍ର):ଓଡ଼ିଶାର ୪ ରାଜ୍ୟ ସଭା ଆସନରେ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବା ପାଇଁ ଭାରତର ନିର୍ବାଚନ କମିଶନଙ୍କ ପକ୍ଷରୁ ଗୁରୁବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ପ୍ରକାଶ ପାଇବାର ପ୍ରଥମ ଦିନ ହିଁ ଜଣେ ପ୍ରାର୍ଥୀ ନାମାଙ୍କନ…