Tag Archives: SBI

SBIରେ ୧୧୦୦ରୁ ଅଧିକ ପଦବୀ ଖାଲି, ତୁରନ୍ତ କରନ୍ତୁ ଆବେଦନ, ଶେଷ ତାରିଖ ରହିଛି…

ନୂଆଦିଲ୍ଲୀ,୧୯ା୨: ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI) ସମକାଳୀନ ଅଡିଟରର ବମ୍ପର ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଯାହା ପାଇଁ ପ୍ରାର୍ଥୀମାନେ ଅଫିସିଆଲ ସାଇଟ୍‌ sbi.co.inକୁ ଯାଇ ଆବେଦନ କରିପାରିବେ। ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରାର୍ଥୀମାନେ ଏହି ନିଯୁକ୍ତି ପାଇଁ…

SBIର ‘ହର ଘର ଲକ୍ଷପତି’ ଯୋଜନା କ’ଣ? ମିଳୁଛି ମୋଟା ଅଙ୍କର ସୁଧ, କିଏ କରିପାରିବେ ନିବେଶ, ଜାଣନ୍ତୁ ସବୁକିଛି…

ନୂଆଦିଲ୍ଲୀ,୧୦।୧: କିଛିଦିନ ପୂର୍ବେ ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ ‘ହର ଘର ଲକ୍ଷପତି’ ଯୋଜନା ଆରମ୍ଭ କରିଛି। ଏହା ଏକ RD ଯୋଜନା, ଯେଉଁଥିରେ ଛୋଟ ରାଶି ଜମା କରି ଏକ ଲକ୍ଷ ଟଙ୍କାରୁ ଅଧିକ ଟଙ୍କା ରଖିପାରିବେ। ଏଥିରେ ସାଧାରଣ ନାଗରିକଙ୍କୁ…

ଲକ୍ଷ ଲକ୍ଷ ଗ୍ରାହକଙ୍କୁ ବଡ଼ ଝଟ୍‌କା ଦେଲା SBI, ବଢ଼ିଲା ଏସବୁର EMI…

ନୂଆଦିଲ୍ଲୀ,୧୫।୧୧: ଦେଶର ବୃହତ୍ତମ ସରକାରୀ ବ୍ୟାଙ୍କ ଏସ୍‌ବିଆଇ ଗ୍ରାହକଙ୍କୁ ଦେଲା ବଡ଼ ଝଟ୍‌କା। ବ୍ୟାଙ୍କ ଏହାର ମାର୍ଜିନାଲ କଷ୍ଟ ବେଶ୍ଡ ଲେଣ୍ଡିଂ ରେଟ୍ସ(MCLR) ହାରରେ ବୃଦ୍ଧି ଘୋଷଣା କରିଛି। ଏଥିଯୋଗୁ ବ୍ୟାଙ୍କରୁ ଋଣ ନେବା ମହଙ୍ଗା ପଡିଛି। ତେବେ ସଂଶୋଧିତ MCLR…

ଚଳିତ ଆର୍ଥିକ ବର୍ଷରେ ୧୦,୦୦୦ ନୂଆ କର୍ମଚାରୀ ନିଯୁକ୍ତ କରିବ ଭାରତୀୟ ଷ୍ଟେଟ ବ୍ୟାଙ୍କ

ମୁମ୍ବାଇ,୬ା୧୦: ଦେଶର ସର୍ବ ବୃହତ ଋଣ ପ୍ରଦାନକାରୀ ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଏସବିଆଇ) ଏହାର ସାଧାରଣ ବ୍ୟାଙ୍କିଙ୍ଗ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏବଂ ବୈଷୟିକ ଦକ୍ଷତା ବୃଦ୍ଧି ପାଇଁ ଚଳିତ ଆର୍ଥିକ ବର୍ଷରେ ପ୍ରାୟ ୧୦,୦୦୦ ନୂତନ କର୍ମଚାରୀ ନିଯୁକ୍ତି…

ଏସ୍‌ବିଆଇ ଡିଜିଟାଲ୍‌ ଇନ୍‌ଭଏସ୍‌ ପ୍ଲାଟ୍‌ଫର୍ମ

ଭୁବନେଶ୍ୱର,୧୫ା୭(ଅଭୟ ଦାଶ): ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ (ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌୍‌ ଇଣ୍ଡିଆ ବା ଏସ୍‌ବିଆଇ)ର ନୂତନ ସେବା ‘ଡିଜିଟାଲ୍‌ ଇନ୍‌ଭଏସ୍‌ ପ୍ଲାଟଫର୍ମ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ)ର ଇନ୍‌ଭଏସ୍‌ ଫାଇନାନ୍ସ ପାଇଁ…

ସରକାରଙ୍କୁ ୬୯୫୯ କୋଟି ଟଙ୍କା ଦେଲା SBI, ଜାଣନ୍ତୁ କାହିଁକି ?

ନୂଆଦିଲ୍ଲୀ, ୨୨।୬: ଦେଶର ସବୁଠାରୁ ବଡ଼ ବ୍ୟାଙ୍କ SBI ସରକାରଙ୍କୁ ରେକର୍ଡ ପରିମାଣର ଡିଭିଡେଣ୍ଡ୍‌ ଦେଇଛି । ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ୍‌ର ଚେୟାରମ୍ୟାନ୍‌ ଦୀନେଶ ଖାରା ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ୬୯୫୯.୨୯ କୋଟି ଟଙ୍କାର ଚେକ୍‌ ଦେଇଛନ୍ତି । ଏନେଇ ସୋସିଆଲ…

ଏହି ଜମା ଉପରେ ସୁଧ ହାର ବଢ଼ାଇଲା ଏସବିଆଇ

ମୁମ୍ବାଇ,୧୫ା୫: ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଏସବିଆଇ) ବୁଧବାର, ନିର୍ଦ୍ଦିଷ୍ଟ ସ୍ଥିର ଜମା (ଏଫଡି) ଉପରେ ସୁଧ ହାରକୁ ୨୫-୭୫ ଆଧାର ପଏଣ୍ଟ କିମ୍ବା ୦.୨୫% -୦.୭୫% ପର୍ଯ୍ୟନ୍ତ ବୃଦ୍ଧି କରିଛି। ୨ କୋଟି ଟଙ୍କାରୁ କମ୍ ଜମା ଉପରେ ଏହି…

ଗ୍ରାହକଙ୍କୁ ଝଟ୍‌କା ଦେଲା SBI, ଏପ୍ରିଲ ପହିଲାରୁ…

ନୂଆଦିଲ୍ଲୀ,୨୮।୩: ଦେଶର ସର୍ବବୃହତ ସରକାରୀ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଏହାର ଗ୍ରାହକଙ୍କୁ ଦେଇଛି ବଡ଼ ଝଟ୍‌କା। ବ୍ୟାଙ୍କ ଡେବିଟ୍‌ କାର୍ଡ ଉପରେ ମେନ୍ଟେନାନ୍ସ ଚାର୍ଜ(ରକ୍ଷଣାବେକ୍ଷଣ ଦେୟ) ବଢ଼ାଇବାକୁ ଘୋଷଣା କରିଛି। କ୍ଲାସିକ୍‌, ସିଲ୍‌ଭର, ଗ୍ଲୋବାଲ, କଣ୍ଟାକ୍ଟଲେସ୍‌ ଏବଂ ଏସ୍‌ବିଆଇ…

ସୁପ୍ରିମକୋର୍ଟ ଛାଟ ପରେ ନିର୍ବାଚନ ଆୟୋଗକୁ ସମସ୍ତ ନିର୍ବାଚନୀ ବଣ୍ଡ ତଥ୍ୟ ଦେଲା ଏସବିଆଇ

ନୂଆଦିଲ୍ଲୀ,୨୧।୩: ଭାରତୀୟ ଷ୍ଟେଟ ବ୍ୟାଙ୍କ(ଏସବିଆଇ) ଗୁରୁବାର ଏକ ଆଫିଡେଭିଟ୍ ଦାଖଲ କରି ଏହା ମାନ୍ୟଵର ଉଚ୍ଚତମ ନ୍ୟାୟାଳୟଙ୍କ ନିର୍ଦ୍ଦେଶକୁ ପାଳନ କରିଥିବା କହିଛି। ନିର୍ବାଚନୀ ବଣ୍ଡ ସମ୍ପର୍କିତ ସମସ୍ତ ତଥ୍ୟ ନିର୍ବାଚନୀ ଆୟୋଗଙ୍କ ନିକଟରେ ଦାଖଲ କରିଥିବା ସୂଚନା ଦେଇଛି। ଏସବିଆଇ…

୫ ବର୍ଷରେ କିଣା ଯାଇଛି ୨୨,୨୧୭ ନିର୍ବାଚନୀ ବଣ୍ଡ, ବ୍ୟବହାର ହୋଇଛି ୨୨,୦୩୦

ନୂଆଦିଲ୍ଲୀ,୧୩।୩: ନିର୍ବାଚନ ବଣ୍ଡ ମାମଲାରେ ସୁପ୍ରିମକୋର୍ଟଙ୍କ ତାଗିଦ ପରେ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଏସବିଆଇ) ବୁଧବାର ଏକ ଆଫିଡେଭିଟ୍ ଦାଖଲ କରି ସୂଚନା ଦେଇଛି ଯେ ଏହା ବଣ୍ଡ ସମ୍ପର୍କିତ ତଥ୍ୟ ନିର୍ବାଚନ ଆୟୋଗ (ଇସି) ନିକଟରେ ଦାଖଲ କରିଛି।…

ଏସ୍‌ବିଆଇ ପକ୍ଷରୁ ସିଲେଇ ମେସିନ ବଣ୍ଟନ

ଭୁବନେଶ୍ୱର, ୧୧।୩:(ଅନୁରାଧା ମହାରଣା) ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ(ଏସବିଆଇ) ଭୁବନେଶ୍ୱର ମଣ୍ଡଳର ସ୍ଥାନୀୟ ମୁଖ୍ୟ କାର୍ଯ୍ୟାଳୟ ଓ ସମସ୍ତ କ୍ଷେତ୍ରୀୟ ବ୍ୟବସାୟିକ କାର୍ଯ୍ୟାଳୟରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ଚଳିତ ବର୍ଷ ମିଳିତ ଜାତିସଂଘ ଆନ୍ତର୍ଜାତୀୟ ମହିଳା ଦିବସ ୨୦୨୪ ପାଇଁ…

କ୍ୟାପ୍‌ଟେନ୍‌ କୁଲ୍‌ଙ୍କୁ ବ୍ରାଣ୍ଡ ଆମ୍ବାସାଡାର କଲା ଦେଶର ସର୍ବବୃହତ୍‌ ବ୍ୟାଙ୍କ, ଏବେ ସେ କହିବେ…

ନୂଆଦିଲ୍ଲୀ,୨୯।୧୦: ଦେଶର ସର୍ବବୃହତ୍‌ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ) ନିଜର ଆଧିକାରୀକ ବ୍ରାଣ୍ଡ ଆମ୍ବାସାଡାର ଭାବେ ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କୁ ନିଯୁକ୍ତ କରିଛି। ଧୋନୀ ବ୍ୟାଙ୍କର ଅନେକ ମାର୍କେଟିଂ ଏବଂ ପ୍ରମୋଶନାଲ କ୍ୟାମ୍ପେନ୍‌ରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri