ଗୋଟିଏ ମଞ୍ଚରେ ନଜର ଆସିବେ ମମତା-ଅଖିଳେଶ କୋଲକାତା,୨୦ା୭: ଦେଶର ବିଶିଷ୍ଟ ଶିଳ୍ପପତି ମୁକେଶ ଅମ୍ବାନୀଙ୍କ ପୁଅ ଅନନ୍ତଙ୍କ ବିବାହ ପରେ ମୁମ୍ବାଇରେ ଇଣ୍ଡିଆ ମିଳିତ ମେଣ୍ଟ ଏକାଠି ହୋଇଥିଲେ। ଏବେ ପୁଣି ଥରେ ସମାନ ପ୍ଲାଟ୍ଫର୍ମରେ ଇଣ୍ଡିଆ ମେଣ୍ଟର ଦୁଇଟି ବଡ଼ ଦଳକୁ ଦେଖିବାକୁ ମିଳିବ। ତୃଣମୂଳ...