‘ମୁସଲମାନମାନେ ହିନ୍ଦୁ ବୋର୍ଡ ଚଲାଇବେ କି?’: ୱାକଫ ଆଇନର ବିବାଦ ମଧ୍ୟରେ କେନ୍ଦ୍ରକୁ ଭର୍ତ୍ସନା କଲେ ସୁପ୍ରିମକୋର୍ଟ ନୂଆଦିଲ୍ଲୀ,୧୬।୪: ସୁପ୍ରିମକୋର୍ଟ ବୁଧବାର ବିବାଦୀୟ ୱାକଫ ସଂଶୋଧନ ଆଇନ, ୨୦୨୫ ଉପରେ ଶୁଣାଣି କରି କେନ୍ଦ୍ର ସରକାରଙ୍କୁ ଭର୍ତ୍ସନା କରିଛନ୍ତି। କୋର୍ଟ ଏହି ଆଇନକୁ ଚ୍ୟାଲେଞ୍ଜ କରି ୭୩ଟି ଆବେଦନର ଶୁଣାଣି କରୁଥିଲା, ଯାହା ଅନେକ ରାଜ୍ୟରେ ବିରୋଧ ସୃଷ୍ଟି...