ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ନେଇ ରାଗିଗଲା ପାକିସ୍ତାନ ଇସଲାମାବାଦ୍,୧୧।୧୨:ଜମ୍ମୁ କଶ୍ମୀରରୁ ଧାରା ୩୭୦ ହଟାଇବାକୁ ସୁପ୍ରିମକୋର୍ଟ ମଧ୍ୟ ଅନୁମୋଦନ କରିଛନ୍ତି। ରାଷ୍ଟ୍ରପତିଙ୍କ ନିଷ୍ପତ୍ତି ସାମ୍ବିଧାନିକ ବୈଧ ବୋଲି କୋର୍ଟ ମଧ୍ୟ ଗ୍ରହଣ କରିଛନ୍ତି। ଧାରା ୩୭୦ ଅସ୍ଥାୟୀ ଥିଲା। ସମ୍ବିଧାନର ସମସ୍ତ ବ୍ୟବସ୍ଥା ଜମ୍ମୁ କଶ୍ମୀରରେ ପ୍ରଯୁଜ୍ୟ ହେବ।...