ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି ଟଙ୍କା ହରିଲୁଟ୍ ଅଭିଯୋଗରେ ସମ୍ବଲପୁର ପୋଲିସ ଦୁଇ ଜଣଙ୍କୁ ଗିରଫ କରିଛି। ଗିରଫ…