ଏସ୍ସିବିରେ ଡ୍ୟୁଟି ସମୟରେ ଶୋଉଛନ୍ତି କର୍ମଚାରୀ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ କଟକ,୧୭।୨ (ଶିଳ୍ପା ପ୍ରିୟଦର୍ଶିନୀ): ଏସ୍ସିବି ମେଡିକାଲରେ ଦିନକୁ ଦିନ ଅବ୍ୟବସ୍ଥା ବଢ଼ିବାରେ ଲାଗିଛି । ରୋଗୀଙ୍କୁ ସୁବିଧା ଯୋଗାଇବା ପାଇଁ ବ୍ୟାଟେରି ଗାଡି ରହିଛି । ହେଲେ ଏହାର ଚାଳକ ଓ କର୍ମଚାରୀଙ୍କ ମନମାନି ଦିନକୁ ଦିନ ବଢିବାରେ ଲାଗିଛି ।…