SCB ଅଗ୍ନିକାଣ୍ଡ: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ, ୪ ଅଧିକାରୀ ନିଲମ୍ବିତ ଭୁବନେଶ୍ୱର,୧୮।୩(ସୁନିତ୍ ମିଶ୍ର): କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲରେ ଗତ ୧୬ ତାରିଖ ଦିନ ହୋଇଥିବା ଭୟାବହ ଅଗ୍ନିକାଣ୍ଡ ଯୋଗୁଁ ଅନେକ ଜୀବନ ନଷ୍ଟ ହୋଇଥିଲା । ବାରଜଣଙ୍କର ମୃତ୍ୟୁ ହୋଇଥିଲା । ଏହି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ…