Tag Archives: scb medical

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି ଉପରୁ ତଳକୁ ଡେଇଁପଡ଼ିଲେ । ତେବେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ହସ୍ପିଟାଲରେ…

ଚାଞ୍ଚଲ୍ୟ! SCB ନାଁରେ ସାଂଘାତିକ ଅଭିଯୋଗ, ରୋଗୀଙ୍କୁ ପାଇପ୍‌ରେ ପିଟି ପିଟି ମାରିଦେଲେ

କଟକ,୩୦ା୯(ପ୍ରଭୁକଲ୍ୟାଣ ପାଲ୍): କଟକ ଏସସିବି ମାନସିକ ରୋଗ ବିଭାଗରୁ ଆସିଛି ସାଂଘାତିକ ଅଭିଯୋଗ । ଦୁଇଦିନ ତଳେ ଭର୍ତ୍ତି ହୋଇଥିବା ଯାଜପୁର ଅଂଚଳ ର ଜଣେ ରୋଗୀଙ୍କୁ ପିଟି ପିଟି ହତ୍ୟା କରାଯାଇଥିବା ପରିବାର ଲୋକ ମଙ୍ଗଳାବାଗ ଥାନାରେ ଅଭିଯୋଗ କରିଛନ୍ତି…

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରିଛନ୍ତି। ଏହି ବୈଠକରେ କଟକ ଏସ୍‌.ସି.ବି ମେଡିକାଲକୁ ବିଶ୍ୱସ୍ତରୀୟ କରିବା ସହ…

୮ ଏସ୍‌ସିବି ମେଡିକାଲ କର୍ମଚାରୀଙ୍କୁ ନୋଟିସ, ସରପ୍ରାଇଜ ଭିଜିଟ ସମୟରେ ଧରିଲେ ମେଡିକାଲ କର୍ତ୍ତୃପକ୍ଷ

କଟକ, ୧୫।୧୧ (ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଡ୍ୟୁଟି ସମୟରେ ଅନୁପସ୍ଥିତ ରହିଥିବା ୮ କର୍ମଚାରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି ମେଡିକାଲ କର୍ତ୍ତୃପକ୍ଷ। ମେଡିକାଲର ଟ୍ରମା କାଜୁଆଲିଟି ଭଳି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ଡ୍ୟୁଟି ସମୟରେ କେଉଁ କାରଣ…

SCB ମେଡିକାଲରେ ଅବ୍ୟବସ୍ଥା: ଅଗ୍ନିନିରାପତ୍ତା ସିଲିଣ୍ଡରରେ ଝୁଲୁଛି ସାଲାଇନ

କଟକ,୨୭।୭(ଶିଳ୍ପା ପ୍ରିୟଦର୍ଶିନୀ): ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ (ଏସ୍‌ସିବି)ର ନ୍ୟୁ ମେଡିସିନ ବିଭାଗ ୱାର୍ଡରେ ଅବ୍ୟବସ୍ଥା ଦେଖାଦେଇଛି। ୱାର୍ଡରେ ରୋଗୀଙ୍କଠାରେ ଲାଗୁଥିବା ସାଲାଇନ ବୋତଲ ୱାର୍ଡରେ ଥିବା ଅଗ୍ନିନିରାପତ୍ତା ସିଲିଣ୍ଡରରେ ଝୁଲା ଯାଇଛି। କେବଳ ଏତିକି ନୁହେଁ କେଉଁଠି…

ପିଜି ଡାକ୍ତରଙ୍କ ସଂଘବଦ୍ଧ ଆକ୍ରମଣ: ମହିଳା ରୋଗୀଙ୍କ ଭଉଣୀଙ୍କୁ ଦୁର୍ବ୍ୟବହାର

କଟକ,୨୮ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଗୁରୁବାର କେତେଜଣ ପିଜି ଡାକ୍ତର ଏକ ୱେବ୍‌ ଚ୍ୟାନେଲର ଖବରଦାତା ରଞ୍ଜିତ ମହାପାତ୍ରଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରିଛନ୍ତି। ଫଳରେ ସେ ଆହତ ହୋଇଛନ୍ତି। ଏପରି କି ତାଙ୍କ ଶାଳୀକୁ ମଧ୍ୟ ଡାକ୍ତରମାନେ ଦୁର୍ବ୍ୟବହାର କରିଥିବା…

ଏସ୍‌ସିବିରେ ସ୍ଥାନାନ୍ତର ହେବ ନନ୍‌ଟ୍ରମା କାଜୁଆଲ୍‌ଟି

କଟକ,୨୩ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲର ନନ୍‌ଟ୍ରମା କାଜୁଆଲ୍‌ଟି ସ୍ଥାନାନ୍ତର ହେବ। ଏବେ କାଜୁଆଲ୍‌ଟି ଯେଉଁ ସ୍ଥାନରେ କାର୍ଯ୍ୟ କରୁଛି, ସେଠାରୁ ଉଠିଯାଇ ଭେଷଜ ୱାର୍ଡର ୟୁନିଟ୍‌-୬ରେ ପରିଚାଳିତ ହେବ। ଏସ୍‌ସିବି କର୍ତ୍ତୃପକ୍ଷ ଖୁବ୍‌ଶୀଘ୍ର ଏଭଳି ପଦକ୍ଷେପ ନେବାକୁ ଯାଉଛନ୍ତି। ଅପରପକ୍ଷରେ ଭେଷଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?