କୁମୁଡ଼ ହତ୍ୟାକାଣ୍ଡ ଘଟଣା: ସିନ୍ ରିକ୍ରିଏସନ୍ ପରେ ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ ଆନନ୍ଦପୁର,୧୪ା୧(ସୁଶାନ୍ତ କୁମାର ସାହୁ): ଜମିବାଡ଼ି ବିବାଦ ପାଇଁ କକାଙ୍କ ପରିବାର ସଂଘବଦ୍ଧ ଆକ୍ରମଣରେ ପୁତୁରାଙ୍କ ମୃତ୍ୟୁ ଘଟଣାରେ ଅଭିଯୁକ୍ତ କକା ଓ କକାପୁଅ ଭାଇ (ବାପ-ପୁଅ)ଙ୍କୁ ଗିରଫ କରିଛି ପୋଲିସ। ତେବେ ହତ୍ୟାକାଣ୍ଡ ଘଟଣାର ସିନ୍ ରିକ୍ରିଏସନ ପରେ ଘସିପୁରା...