‘ରାଷ୍ଟ୍ର ନିର୍ମାଣରେ ଶିକ୍ଷାର୍ଥୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’
ଦାରିଙ୍ଗବାଡ଼ି,୧୫ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଝିଞ୍ଜିରିଗୁଡ଼ା ପଞ୍ଚାୟତ ଉଲିପଦର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ଚତୁର୍ଥତମ ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣୀ କାର୍ଯ୍ୟକ୍ରମ ବିଦ୍ୟାଳୟର ପ୍ରଧାନଶିକ୍ଷକ ମଦନ ମୋହନ ବେହେରାଙ୍କ ଆବାହନ କ୍ରମେ...
ଛୁଟି ବଢ଼ିଲା: ଜାଣନ୍ତୁ କେତେଦିନ ପର୍ଯ୍ୟନ୍ତ ସ୍କୁଲ ଆସିବେନି ଛାତ୍ରୀଛାତ୍ର
ଚଣ୍ଡିଗଡ଼,୯ା୧: ଉତ୍ତର ଭାରତରେ ପ୍ରବଳ ଥଣ୍ଡା ଜାରି ରହିଛି। ପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି କେନ୍ଦ୍ର ଶାସିତ ରାଜ୍ୟ ଚଣ୍ଡିଗଡ଼ର ସମସ୍ତ ସରକାରୀ, ସରକାରୀ ସାହାଯ୍ୟପ୍ରାପ୍ତ ଏବଂ ବେସରକାରୀ ସମସ୍ତ ସ୍କୁଲକୁ ବନ୍ଦ କରିଦିଆଯାଇଛି। ସ୍କୁଲଗୁଡ଼ିକର ସମୟ ଏବଂ ଶୀତକାଳୀନ...
ସ୍କୁଲରେ କବାଡ଼ି ଖେଳରେ ଆହତ ଛାତ୍ରଙ୍କ ଚାଲିଗଲା ଜୀବନ
କେନ୍ଦୁଝର,୮ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): ସ୍କୁଲରେ କବାଡ଼ି ଖେଳୁଥିବା ବେଳେ ଆହତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରଙ୍କ ନାମ ଅମିତ୍ ମୁଣ୍ଡା (୧୪) ବୋଲି ଜଣାପଡ଼ିଛି। ଏଭଳି ଘଟଣା କେନ୍ଦୁଝର ଜିଲା...
କିଏ ପାଚେରି ଉପରେ ତ କିଏ ଲଟାବୁଦା ତଳେ ଖାଉଛନ୍ତି ମଧ୍ୟାହ୍ନଭୋଜନ, ଏହି ଦୃଶ୍ୟ ସାମ୍ନାକୁ ଆସିବା ପରେ…
ଖଜୁରୀପଡ଼ା,୧୧ା୧୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ବ୍ଲକ ସମ୍ମୁଖରେ ଥିବା ପିଏମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନରେ ଅବ୍ୟବସ୍ଥା ଥିବା ଦେଖିବାକୁ ମିଳିଛି। କିଏ ପାଚେରି ଉପରେ ତ କିଏ ବିଦ୍ୟୁତ ଖୁଣ୍ଟ ପାଖରେ ଆଉ କିଏ ପୁଣି...
ସରିବାକୁ ବସିଲାଣି ଶିକ୍ଷାବର୍ଷ, ହେଲେ ହାଇସ୍କୁଲ ପିଲାଙ୍କୁ ଏଯାଏ ମିଳିନି ୟୁନିଫର୍ମ
ଜି.ଉଦୟଗିରି,୧୧ା୧୧(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ବ୍ଲକ ଅନ୍ତର୍ଗତ ସମସ୍ତ ହାଇସ୍କୁଲରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କୁ ସ୍କୁଲ ୟୁନିଫର୍ମ ମିଳି ନ ଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଏପ୍ରିଲରୁ ଶିକ୍ଷାବର୍ଷ ଆରମ୍ଭ ହୋଇଥିବା ବେଳେ ଏ ପର୍ଯ୍ୟନ୍ତ ୮ ମାସ...
ବନ୍ଦ ଥିବା ସ୍କୁଲ ଖୋଲିବାକୁ ଜିଲାପାଳଙ୍କୁ ଦାବିପତ୍ର ଦେଲେ ମହିଳା
ଅମରପାଲି,୧୭ା୧୦(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଦୁର୍ଜନତୈଲା ପଞ୍ଚାୟତର ଉପାନ୍ତ ମାଳିଦାଦର ଗ୍ରାମରେ ବନ୍ଦ କରାଯାଇଥିବା ପ୍ରାଥମିକ ସ୍କୁଲ ଖୋଲିବାକୁ ଗ୍ରାମର ମହିଳାମାନେ ଦାବି କରିଛନ୍ତି। ଏନେଇ ଗୁରୁବାର ଗ୍ରାମର ମହିଳାମାନେ ସୁବର୍ଣ୍ଣପୁର ଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ...
ପ୍ରଧାନଶିକ୍ଷକ-କମିଟି ସଭାପତି କଳି, ୫ ଦିନ ହେଲା ମଧ୍ୟାହ୍ନଭୋଜନରୁ ବଞ୍ଚିତ ପିଲା
ଧର୍ମଶାଳା,୧୫ା୯(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ନୀଳକଣ୍ଠପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଓ କମିଟି ସଭାପତିଙ୍କ ମଧ୍ୟରେ କଳି ଲାଗିବା ଫଳରେ ଗତ ବୁଧବାର ଦିନରୁ ଆଜି ଯାଏ ମଧ୍ୟାହ୍ନଭୋଜନ ବନ୍ଦ ରହିଛି । ଯାହାକୁ...
ପ୍ରଧାନଶିକ୍ଷୟିତ୍ରୀଙ୍କ ବଦଳି ଆଦେଶ ପ୍ରତ୍ୟାହାର ନେଇ ଧାରଣା,
ମୋରଡ଼ା,୧୫ା୯(ସ୍ମାରକ ମାଜୀ): ପ୍ରଧାନଶିକ୍ଷୟିତ୍ରୀଙ୍କ ବଦଳି ଆଦେଶ ପ୍ରତ୍ୟାହାରକୁ ନେଇ ଅଭିଭାବକମାନେ ବିଦ୍ୟାଳୟ ଶ୍ରେଣୀ ଗୃହ ସମ୍ମୁଖରେ ସୋମବାର ଧାରଣାରେ ବସିଛନ୍ତି। ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଡାକୋଇ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ବାଳବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ମୋଟ୍...
୩ ଦିନରେ ଅସୁସ୍ଥ ହୋଇପଡ଼ିଲେ ୨୪ ଛାତ୍ରୀ, ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇ…
ଜୟପୁର,୧୪ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଭେଗାହାଣ୍ଡି ୟୁପିଏସ୍ ନୋଡାଲ ସ୍କୁଲରେ ୩ ଦିନରେ ୨୪ ଜଣ ଛାତ୍ରୀ ଅସୁସ୍ଥ ହୋଇପଡ଼ିଛନ୍ତି। ପ୍ରଥମ ଦିନରେ ୯ ଜଣ ଛାତ୍ରୀ ଅସୁସ୍ଥ ହୋଇପଡ଼ିବାରୁ ସେମାନଙ୍କୁ କୁନ୍ଦୁରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା...
ବିଦ୍ୟାଳୟ ବାରଣ୍ଡାରେ ବସି ପିଲା ପାଠ ପଢ଼ିବା ଘଟଣା: ଖବର ପ୍ରକାଶ ପରେ ଖୋଲିଲା ତାଲା
ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୧୩ା୯(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ରୀଛାତ୍ର ବିଦ୍ୟାଳୟ ବାରଣ୍ଡାରେ ବସି ପାଠ ପଢୁଥିଲେ। ଏନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ବ୍ଲକ ପ୍ରଶାସନ ଏହାକୁ...
ଗେଟ୍ ବନ୍ଦ କରି ବିଦ୍ୟାଳୟ ସାମ୍ନାରେ ଧାରଣାରେ ବସିଲେ ଛାତ୍ରୀଛାତ୍ରୀ-ଅଭିଭାବକ
ବାସୁଦେବପୁୀର,୬ା୯(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକର କୃଷ୍ଣପୁର ପଞ୍ଚାୟତର ବୋହୂମା ଘେରି ବିଦ୍ୟାଳୟର ସାମ୍ନାରେ ଶନିବାର ଅଭିଭାବକ ଛାତ୍ରୀଛାତ୍ର ସ୍କୁଲ୍ ଗେଟ୍ ବନ୍ଦ କରି ସ୍କୁଲ ଆଗରେ ଧାରଣାରେ ବସିଛନ୍ତି। ବିଦ୍ୟାଳୟରେ ବିପଦସଂକୁଳ ଗୃହକୁ ଭାଙ୍ଗି ନୂତନ...
ପିଲାଙ୍କୁ ବିଦ୍ୟାଳୟରେ ଆଣ୍ଠେଇ ଦେଲେ ଶିକ୍ଷକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ ପରେ…
କଟକ ସଦର,୨୫ା୮(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ଏକ ଉଚ୍ଚ ବିଦ୍ୟାଳୟରେ ପ୍ରାର୍ଥନା କ୍ଲାସ୍ରେ ପିଲାମାନେ ଆଣ୍ଠେଇବା ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଶନିବାର ସକାଳେ ପ୍ରାର୍ଥନା କ୍ଲାସ ଚାଲିଥିବା ବେଳେ ଅନେକ ପିଲାଙ୍କୁ ବିଦ୍ୟାଳୟ...
Archives


