ମୟୂରଭଞ୍ଜରେ ପ୍ରବଳ ବର୍ଷା, ସ୍କୁଲ ଛୁଟି ଘୋଷଣା କଲେ ଜିଲାପାଳ
ବାରିପଦା,୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ଓ ସମ୍ଭାବ୍ୟ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି । ଜିଲାର ବଡ଼ସାହି, ବେତନଟୀ, ବିଶୋଇ ଓ କୁଳିଅଣା ବ୍ଲକରେ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଗୁଡିକୁ ଜିଲାପାଳ…
ପ୍ରବଳ ବର୍ଷା, ଏହି ଜିଲାରେ ଆଜି ସ୍କୁଲ୍-ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ
ସୋନପୁର,୧୭।୭; ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି । ଲଘୁଚାପ ପ୍ରଭାବରେ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ । ପାଣିପାଗ ବିଭାଗ ସତର୍କ କରାଇଛି ଯେ ଶୁକ୍ରବାର ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ…
ଦେବସ୍ନାନ ପୂର୍ଣ୍ଣିମା, ଆସନ୍ତାକାଲି ସବୁ ସ୍କୁଲ୍ ବନ୍ଦ
ପୁରୀ,୨୮ା୬: ସୋମବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଆସନ୍ତାକାଲି ଅର୍ଥାତ୍ ସୋମବାର ପୁରୀ ମହାନଗର ନିଗମରେ ବନ୍ଦ ରହିବ ସମସ୍ତ ସ୍କୁଲ । ଶିଶୁ ବାଟିକାଠାରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ପାଇଁ ସ୍କୁଲ୍ ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଛି ।…
ପ୍ରବଳ ବର୍ଷା ସମ୍ଭାବନା: ସ୍କୁଲ, ଅଙ୍ଗନୱାଡି ଛୁଟି ଘୋଷଣା କଲେ ଜିଲାପାଳ
କୋରାପୁଟ,୨୯ା୮: ଶୁକ୍ରବାର ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ସ୍କୁଲ୍ ଏବଂ ଅଙ୍ଗନୱାଡି କେନ୍ଦ୍ର ଛୁଟି ଘୋଷଣା କରିଛନ୍ତି କୋରାପୁଟ ଜିଲାପାଳ ଭି. କର୍ତ୍ତୀଭାସନ। ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ଶୁକ୍ରବାର ପାଇଁ କୋରାପୁଟ, ମାଲକାନଗିରି…

