ଆସନ୍ତାକାଲି ଏହି ଜିଲାରେ ସବୁ ସ୍କୁଲ୍ ଛୁଟି, ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ… ଯାଜପୁର,୨ା୨: ୬ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ଦ୍ରୌପଦୀ ମୁର୍ମୁ। ଆଜି ରାଷ୍ଟ୍ରପତି ଭୁବନେଶ୍ୱରରେ ପହଞ୍ଚି ରାତ୍ରିଯାପନ କରିବେ । ରାଷ୍ଟ୍ରପତି ଆସୁଥିବାରୁ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଆସନ୍ତା ତିନି ତାରିଖରେ ରାଷ୍ଟ୍ରପତି ଯାଜପୁର…