୨୦ରୁ ୨୨ ବନ୍ଦ ରହିବ ଏହି ଜିଲାର ସମସ୍ତ ସରକାରୀ-ବେସରକାରୀ ସ୍କୁଲ, ଜିଲାପାଳ କହିଲେ ଆଗକୁ ଆହୁରି… ସମ୍ବଲପୁର,୧୮ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଜାରି ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଛାତ୍ରୀଛାତ୍ରଙ୍କ ସୁରକ୍ଷା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ସମ୍ବଲପୁର ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି କରାଯାଇଥିବା…