Tag Archives: school holiday

୨୪ ଯାଏ ଏହି ଜିଲାରେ ସ୍କୁଲ୍‌ ଛୁଟି ଘୋଷଣା, ବନ୍ଦ ରହିବ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର,୨୨।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ଆଜି ଠାରୁ ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ବନ୍ଦ ରହିବ । ଏନେଇ ଜିଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଶିଶୁ…

କ’ଣ ୨୭ ଅଗଷ୍ଟରେ ବନ୍ଦ ରହିବ ସ୍କୁଲ? ଛୁଟିକୁ ନେଇ ଆସିଲା ବଡ଼ ଅପଡେଟ୍‌…

ନୂଆଦିଲ୍ଲୀ,୨୬।୮: ଦେଶର ଅନେକ ସ୍ଥାନରେ ଇଦ୍-ମିଲାଦ୍-ଉନ୍-ନବୀ ଅବସରରେ ବିଦ୍ୟାଳୟଗୁଡ଼ିକରେ ଛୁଟି ଘୋଷଣା କରାଯାଇଥିଲା। ଏହା ବ୍ୟତୀତ ପ୍ରବଳ ବର୍ଷା ଆଲର୍ଟ ଆଦି କାରଣରୁ ସ୍ଥାନୀୟ ପ୍ରଶାସନ ଦ୍ୱାରା କେତେକ ସ୍ଥାନରେ ଆଜି ଅର୍ଥାତ୍ ୨୬ ଅଗଷ୍ଟରେ ସ୍କୁଲ ବନ୍ଦ ଥିଲା। କିନ୍ତୁ…

ପ୍ରବଳ ବର୍ଷା; କଳାହାଣ୍ଡିରେ ବଢ଼ିଲା ସ୍କୁଲ ଛୁଟି ଅବଧି, ଜିଲାପାଳ କହିଲେ…

ଭବାନୀପାଟଣା,୨୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଜାରି ରହିଛି ବର୍ଷା । ଏହାକୁ ଦୃଷ୍ଟିରେ ରଖି ଏବଂ ଛାତ୍ରୀଛାତ୍ରଙ୍କ ସୁରକ୍ଷା ଓ ନିରାପତ୍ତା ପାଇଁ ସ୍କୁଲ ଛୁଟି ଘୋଷଣା କରାଯାଇଛି ।କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶ ଜିଲାର ସମସ୍ତ ସରକାରୀ…

ଲଗାଣ ବର୍ଷା, କେନ୍ଦୁଝରରେ ଆଜି ସମସ୍ତ ସ୍କୁଲ ଛୁଟି

ବଞ୍ଚୋ/କେନ୍ଦୁଝର,୨୮।୭(ପ୍ରଦୋଷ ବିଶ୍ୱାଳ /ନରେଶ ପଟ୍ଟନାୟକ ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଏବଂ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ ଛୁଟି ଘୋଷଣା କରାଯାଇଛି । ଜିଲାପାଳ ଜିଲ୍ଲାର ସମସ୍ତ ସରକାରୀ ଓ ଘରୋଇ ସ୍କୁଲ, କଲେଜ ସହ ସମସ୍ତ ଅଙ୍ଗନବାଡ଼ି…

ଅସମ୍ଭାଳ ଖରା, ରାୟଗଡାରେ ୨ ଦିନ ସ୍କୁଲ-କଲେଜ ଛୁଟି

ରାୟଗଡା,୨୩।୪(ସଙ୍କେତ ପାତ୍ର): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାୟଗଡା ଜିଲାପାଳ ଆଶୁତୋଷ କୁଲକରନି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ଖରାକୁ ଦୃଷ୍ଟିରେ ରଖି ଆସନ୍ତା ୨ ଦିନ, ଅର୍ଥାତ୍ ଏପ୍ରିଲ ୨୪ ଓ ୨୫ (ଶୁକ୍ରବାର ଓ ଶନିବାର) ସମସ୍ତ ସ୍କୁଲ…

ଅସହ୍ୟ ତାତି: ବରଗଡ଼ରେ ୨୨ ପର୍ଯ୍ୟନ୍ତ ସ୍କୁଲ-କଲେଜ ଛୁଟି

ବରଗଡ଼,୧୯।୪(ପ୍ରେମାନନ୍ଦ ଖମାରୀ) : ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଏହାରି ଭିତରେ ବରଗଡ଼ ଜିଲାରେ ମଧ୍ୟ ଅସହ୍ୟ ତାତି ଅନୁଭୂତ ହେଉଛି। ଏହାକୁ ଦୃଷ୍ଟିରେ ରଖି ବରଗଡ ଜିଲାପାଳ ଆଦିତ୍ୟ ଗୋୟଲ ସ୍କୁଲ, କଲେଜ ଏବଂ ଅଙ୍ଗନଓ୍ବାଡି…

ପ୍ରବଳ ଥଣ୍‌ଡା ଓ କୁହୁଡି ଯୋଗୁ ସ୍କୁଲ-କଲେଜ ଛୁଟି ଘୋଷଣା, ମୁଖ୍ୟମନ୍ତ୍ରୀ ଜାରି କଲେ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨।୧: ଘନ କୁହୁଡ଼ି ଏବଂ ପ୍ରବଳ ଥଣ୍ଡାକୁ ଦୃଷ୍ଟିରେ ରଖି, ରାଜ୍ୟ ସରକାର ରାଜ୍ୟର ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ପାଇଁ ଜାନୁଆରୀ 5 ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କରିଛନ୍ତି। ଏହି ନିର୍ଦ୍ଦେଶ ବୋର୍ଡ ସ୍କୁଲ ଏବଂ ICSE…

ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର, ଲଗାତାର ୯ଦିନ ଛୁଟି ଘୋଷଣା!

ନୂଆଦିଲ୍ଲୀ,୨୧।୮: ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର । ଏଥିସହ କଲେଜରେ ପଢ଼ୁଥିବା ଯୁବପିଢିଙ୍କ ପାଇଁ ଆସିଛି ଏକ ଭଲ ଖବର। ଛୁଟିକୁ ନେଇ ହୋଇଛି ବଡ଼ ଘୋଷଣା । ଏକା ସାଙ୍ଗରେ ୯ ଦିନ ପାଇଁ। ପୂର୍ବରୁ, ଅଗଷ୍ଟ ୧୫,…

ଅଗଷ୍ଟରେ ୩ଦିନ ସ୍କୁଲ-କଲେଜ ଛୁଟି! ୧୫, ୧୬,୧୭ରେ ବନ୍ଦ ରହିବ…

ଭୁବନେଶ୍ୱର,୨୯।୭: ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର। ପୁଣି ଲଗାତାର ୩ ଦିନ ସ୍କୁଲ ଛୁଟି ହେବାକୁ ଯାଉଛି । ଜାଣନ୍ତୁ ଏହା କେଉଁଠି ଓ କେଉ କେଉଁ ଦିନ ସ୍କୁଲ ଛୁଟି ରହିବ? ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ,…

ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର, ଅଗଷ୍ଟରେ ୧୦ଦିନ ଛୁଟି ରହିବ ସ୍କୁଲ-କଲେଜ! ଦେଖନ୍ତୁ ଲିଷ୍ଟ

ଭୁବନେଶ୍ୱର,୨୯।୭: ଓଡ଼ିଶାର ସରକାରୀ ସ୍କୁଲରେ ପଢୁଥିବା ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର। କାରଣ ଆସନ୍ତା ଅଗଷ୍ଟ ମାସରେ ସ୍କୁଲ, କଲେଜ ଏବଂ ସରକାରୀ ଅଫିସଗୁଡ଼ିକ ପ୍ରାୟ ୧୦ ଦିନ ଛୁଟି ରହୁଛି। ଛାତ୍ରୀଛାତ୍ରମାନଙ୍କ ପାଇଁ ଖୁସି ଖବର । ପୁଣି ୧୦…

ଆଉ ୪ ଦିନ ବଢ଼ିଲା ସ୍କୁଲ ଛୁଟି, ଜାଣନ୍ତୁ କେଉଁଦିନ ଖୋଲିବ

ଧର୍ମଶାଳା,୧୯ା୬(ଶିବ ପ୍ରସାଦ ମହାନ୍ତି): ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ଯାଜପୁର ଜିଲାରେ ସମସ୍ତ ସ୍କୁଲ ଓ ଅଙ୍ଗନଓ୍ବାଡି କେନ୍ଦ୍ରକୁ ଛୁଟି ଘୋଷଣା କରିଛନ୍ତି ଯାଜପୁର ଜିଲାପାଳ ପି.ଅନ୍ବେଷା ରେଡ୍ଡୀ। ଜିଲାରେ ହଇଜା ଓ ଡାଇରିଆ ସ୍ଥିତିକୁ ନଜରରେ ରଖି ଏପରି ନିଷ୍ପତ୍ତି…

ଆସନ୍ତା ୨୭ରେ ରାଜ୍ୟର ସମସ୍ତ ସ୍କୁଲ-କଲେଜ ଛୁଟି

ଭୁବନେଶ୍ବର,୨୫।୧(ଅସମାପିକା ସାହୁ): ଆସନ୍ତା ଶନିବାର (୨୭ ତାରିଖ)ରେ ପଶ୍ଚିମ ଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠର ବିକାଶ ପାଇଁ କରାଯାଇଥିବା ସମଲେଇ ପ୍ରକଳ୍ପ ଲୋକାର୍ପଣ ହେବାକୁ ଯାଉଛି। ଏହି ଲୋକାର୍ପଣ ଉତ୍ସବକୁ ଦୃଷ୍ଟିରେ ସାରା ରାଜ୍ୟରେ ସ୍କୁଲ ଓ କଲେଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?