ପ୍ରବଳ ଶୀତ ଯୋଗୁ ଘୋଷଣା ହେଲା ସ୍କୁଲ ଛୁଟି, ଡିସେମ୍ୱର ୧୪ ଯାଏ…
ନୂଆଦିଲ୍ଲୀ,୧୦।୧୨: ଦେଶର ବିଭିନ୍ନ ଅଞ୍ଚଳରେ ପ୍ରବଳ ଶୀତ ଲହରୀ, ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଡିସେମ୍ୱର ଦ୍ୱିତୀୟ ସପ୍ତାହ ପାଇଁ ସ୍କୁଲଗୁଡ଼ିକୁ ବନ୍ଦ ଘୋଷଣା କରାଯାଇଛି। ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷା ସାଧାରଣ ଜୀବନଯାତ୍ରାକୁ ବାଧାପ୍ରାପ୍ତ କରିଛି, ଏବଂ ମହାରାଷ୍ଟ୍ରରେ…


