ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ଲୁହାରଡ୍ରେ ମାଡ଼ ମାରି ଲହୁଲୁହାଣ କରିଦେଲେ ୪ ଛାତ୍ର ନୟାଗଡ଼,୯ା୮(ଲୋକନାଥ ମିଶ୍ର): ନୟାଗଡ଼ ଟାଉନ ଥାନା ସାଇ ସାହାରା ଆବାସିକ ସ୍କୁଲରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ସିନିୟର ଛାତ୍ରମାନେ ଲୁହାରଡ୍ରେ ମାଡ଼ ମାରି ଲହୁଲୁହାଣ କରିଦେଇଥିବା ଅଭିଯୋଗ ହୋଇଛି। ଏନେଇ ନୟାଗଡ଼ ଟାଉନ ଥାନାରେ ଲିଖିତ ଅଭିଯୋଗ ହେବା ପରେ…