ଏବେ ସୋମବାର ଛାତ୍ରୀଛାତ୍ର ଖାଇବେ ଅଣ୍ଡା ଭବାନୀପାଟଣା,୪ା୪(ଉତ୍ତମ କୁମାର ଦାଶ): ଭାରତୀୟ ଧର୍ମ ଓ ସଂସ୍କୃତିର ପ୍ରବହମାନ ଧାରାରେ ଶିବ ଉପାସନା ବହୁ ପ୍ରାଚୀନ। ଫଳସ୍ବରୂପ ଗାଁଠାରୁ ସହରଯାଏ ସୋମବାର ଦିନଟିକୁ ମହାପ୍ରଭୁ ଶିବଙ୍କ ବାର ବୋଲି ଲୋକେ ମାନି ଚଳିଆସୁଛନ୍ତି। ଏହି ଦିନ ଅଧିକାଂଶ ପରିବାରରେ ଆମିଷ…