ଗୁଜରାଟ,୨୬।୩: ମାତ୍ର ୧୦ ଟଙ୍କା ପାଇଁ ସହପାଠୀଙ୍କ ପ୍ରରୋଚନାରେ ହାତ କାଟିଦେଲେ ୪୦ ସ୍କୁଲ ଛାତ୍ର। ଏଭଳି ଏକ ବିଚିତ୍ର କାଣ୍ଡ ଘଟିଛି ଗୁଜରାଟର ମୋଟା ମୁଞ୍ଜିଆସର…