ସରି ଆସୁଛି ଖରାଛୁଟି: ୨୦ରେ ଖୋଲିବ ସ୍କୁଲ ଭୁବନେଶ୍ୱର,୧୬ା୬: ସରି ଆସୁଛି ଖରାଛୁଟି। ୫୮ଦିନ ପରେ ଆସନ୍ତା ୨୦ ତାରିଖରେ ସ୍କୁଲ ଖୋଲିବାକୁ ଯାଉଛି। ପୂର୍ବଭଳି ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ସ୍କୁଲ ଚାଲିବ। ଶିକ୍ଷୟିତ୍ରୀ ଶିକ୍ଷକ ସକାଳ ୯ଟା ୩୦ ସୁଦ୍ଧା ସ୍କୁଲରେ ପହଞ୍ଚତ୍ବେ ଏବଂ ଅପରାହ୍ନ…