Tag Archives: School

ବିଭିନ୍ନ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ

ଦାରିଙ୍ଗବାଡ଼ି,୨ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ସରକାରୀ ଓ ବେସରକାରୀ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ଶୁକ୍ରବାର ଗାନ୍ଧୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ପ୍ରରିପ୍ରେକ୍ଷୀରେ ଦୁର୍ଗମ କାଟିଙ୍ଗିଆ ପଞ୍ଚାୟତ ତିଆରିଗାଁ…

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି ଲୋକଙ୍କ ଯାତାୟାତ ପାଇଁ ହୋଇଥିବା ରାସ୍ତାକୁ ତାଡି ଦିଆଯାଇଛି। ସେହି ରାସ୍ତାରୁ ମାଟି…

ସ୍କୁଲରେ ଛାତ୍ରୀଙ୍କୁ ଘାରିଛି ଭୂତଭୟ, ଜଣଙ୍କ ପରେ ଜଣେ ହଠାତ୍‌ ତଳେପଡ଼ି ଗପୁଛନ୍ତି ଏଣୁତେଣୁ, ଆଜି ମେଡିକାଲ ଟିମ୍‌ ପହଞ୍ଚି…

ମହାକାଳପଡ଼ା,୧୧ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଦେଉଳପଡ଼ାସ୍ଥିତ ଗଜେଶ୍ୱର ବିଦ୍ୟାପୀଠରେ ୭ଜଣ ଛାତ୍ରୀଙ୍କୁ ଭୂତ ଭୟ ଘାରିଛି ବୋଲି କୁହାଯାଉଛି। ଏହି ବିଦ୍ୟାଳୟକୁ ନିକଟବର୍ତ୍ତୀ ଅମିରାବାଦ, ବାଙ୍କିଛନ୍ଦା, ମେର୍ଦ୍ଦା, ଓଳିଆ ଗ୍ରାମର ନବମ ଓ ଦଶମ ଶ୍ରେଣୀରେ ପଢୁଥିବା…

ନାନା ସମସ୍ୟାରେ ଛନ୍ଦି ହୋଇଛି ବରି ହାଇସ୍କୁଲ, ମଧ୍ୟାହ୍ନଭୋଜନ ଅର୍ଥରେ କିଣାଯାଉଛି ଚକ୍‌ଖଡ଼ି

ସିମୁଳିଆ,୭ା୯(ସନ୍ତୋଷ ନାୟକ): ୨୦୨୪-୨୫ ଶିକ୍ଷାବର୍ଷରୁ ବାଲେଶ୍ୱର ଜିଲାରେ ପ୍ରଥମ ପିଏମ୍‌ଶ୍ରୀ ବିଦ୍ୟାଳୟର ମାନ୍ୟତା ପାଇଥିବା ସିମୁଳିଆ ବ୍ଲକର ବରି ହାଇସ୍କୁଲ ନାନା ସମସ୍ୟା ମଧ୍ୟରେ ଛନ୍ଦି ହୋଇରହିଛି। ବିଶେଷକରି ସ୍ଥାୟୀ ପ୍ରଧାନ ଶିକ୍ଷକ ପଦବୀ ଖାଲି ପଡ଼ିବା ଓ ପରିଚାଳନା କମିଟି…

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ ମଧ୍ୟାହ୍ନଭୋଜନ ଚାଉଳ ଓ ସଖୀ ସାନିଟାରି ନାପ୍‌କିନ୍‌ ଲୋଡିଂ କରିବା ସମୟରେ ଗ୍ରାମବାସୀ…

ରାଇକିଆରେ ସ୍ବାଧୀନତା ଦିବସ ପାଳନ ନେଇ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ଦେଶ ଭକ୍ତିର ନାରା ଦେଇ…

ରାଇକିଆ,୧୪ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ରେ ସ୍ବାଧୀନତା ଦିବସ ପାଳନକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାର ରାଇକିଆ ପଞ୍ଚାୟତ ସମିତି, ବ୍ଲକ ଭାଜପା ଏବଂ ବିଭିନ୍ନ ଶିକ୍ଷାନୁଷ୍ଠାନ ତରଫରୁ ହର୍‌ ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ହଷ୍ଟେଲ ଛାଡ଼ିଲେ ୧୪୦ ପିଲା, ବିଜେଡି-କଂଗ୍ରେସ ନେତା ବିଦ୍ୟାଳୟ ଗସ୍ତ କରି ସମସ୍ତ ଭିତ୍ତିଭୂମିର…

ଝରିଗାଁ,୮ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଛାତ୍ରାବାସରେ ରହୁଥିବା ଅନ୍ତେବାସୀଙ୍କ ନିମ୍ନମାନର ଖାଦ୍ୟ ଦେବା ସହ ଭିତ୍ତିଭୂମିର ଅଭାବ ଦୀର୍ଘ ବର୍ଷ ଧରି ରହିଥିବା ବେଳେ ଅନ୍ତେବାସୀମାନେ ବାରମ୍ବାର ଶିକ୍ଷକମାନଙ୍କୁ ଅଭିଯୋଗ…

ବିଭିନ୍ନ ବିଦ୍ୟାଳୟରେ ମାସିକ କ୍ଲଷ୍ଟରସ୍ତରୀୟ ବୈଠକ, ମୌଳିକ ସାକ୍ଷରତା ସଂଖ୍ୟା ଜ୍ଞାନ ନେଇ…

କର୍ଲାମୁଣ୍ଡା,୧ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଶନିବାର ମାସିକ କ୍ଲଷ୍ଟରସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନୋଡାଲ କ୍ଲଷ୍ଟର ପକ୍ଷରୁ କ୍ଲଷ୍ଟରସ୍ତରୀୟ ବୈଠକ ବୋରପଦର ପଞ୍ଚାୟତର ଅଗାଧୁପୁର ପ୍ରାଥମିକ ବିଦ୍ୟାଳୟଠାରେ ଆୟୋଜିତ ହୋଇଥିଲା। ବୈଠକରେ…

ସରିଲା ଚାକିରି, କର୍ମମୟ ଜୀବନକୁ ମନେ ପକାଇ ଭାବବିହ୍ବଳ ହେଲେ ପ୍ରଧାନଶିକ୍ଷକ…

ଭଞ୍ଜନଗର,୧୫ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତୁଳସୀପଲ୍ଲୀ କ୍ଷେତ୍ରମଣି ମଧ୍ୟ ଇଂରାଜୀ ବିଦ୍ୟାପୀଠର ପ୍ରଧାନ ଶିକ୍ଷକ ଡକ୍ଟର ସୁରେଶ ଚନ୍ଦ୍ର ପଣ୍ଡାଙ୍କୁ ବିଦ୍ୟାଳୟ ତରଫରୁ ବୁଧବାର ବିଦାୟ କାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। ଏହି ଅବସରରେ ବିଦ୍ୟାଳୟରେ ଅନୁଷ୍ଠିତ ସଭାରେ ଭାରପ୍ରାପ୍ତ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ ଜନଜାତିଙ୍କ ବାଧକ ସାଜିଛି ଦାରିଦ୍ର୍ୟ। ଯେଉଁ ବୟସରେ ପିଲାମାନେ ପାଠ ପଢିବା କଥା…

ନୂଆପଡ଼ାରେ ସକାଳୁ ସ୍କୁଲ ଆସିବେ ପିଲା

ନୂଆପଡ଼ା,୨୧ା୬(ମକାରୁ ବେମାଲ): ନୂଆପଡ଼ା ଜିଲାରେ ସକାଳୁଆ ସ୍କୁଲ ଅବଧି ବଢ଼ିଛି। ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେବାକୁ ଜିଲାପାଳ ନିଷ୍ପତ୍ତି ନେଇଛନ୍ତି। ହିଟ ଓ୍ବେଭ୍‌ ଦେଖି ଏହି ନିର୍ଦ୍ଦେଶ ଦେଇଛନ୍ତି ଜିଲାପାଳ। ସକାଳ ସାଢ଼େ ୬ରୁ ସାଢ଼େ ୧୦…

ଗ୍ରୀଷ୍ମ ବଦଳାଇଲା ସ୍କୁଲ ଛୁଟିର କ୍ୟାଲେଣ୍ଡର! ଜୁଲାଇ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ? ଜାଣନ୍ତୁ…

ଚଣ୍ଡିଗଡ଼,୨୧।୫: ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ହେଲେ ପଞ୍ଜାବ ଏବଂ ଚଣ୍ଡିଗଡ଼ରେ ପ୍ରବଳ ଗରମ ଯୋଗୁ ସେଠାକାର ଜନତା ଆତଙ୍କିତ ହୋଇପଡ଼ିଛନ୍ତି। ପଞ୍ଜାବର ଅଧିକାଂଶ ଜିଲାରେ ତାପମାତ୍ରା 40 ଡିଗ୍ରୀ ଛୁଇଁସାରିଛି, ଯେତେବେଳେ ପାଣିପାଗ ବିଭାଗ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?