Tag Archives: School

ଛାଡୁନି ମୋହ: ଗ୍ରାମବାସୀଙ୍କୁ ଉସୁକାଇ ରାଜୁଗୁଡ଼ା ହାଇସ୍କୁଲରେ ତାଲା ପକାଇଲେ ନିଲମ୍ବିତ ଶିକ୍ଷକ

ପଟାଙ୍ଗି,୨ା୮(ଶରତ ଧଳ): ନିଲମ୍ବିତ ହେବା ପରେ ମଧ୍ୟ ସ୍କୁଲରୁ ମୋହ ଛାଡୁ ନ ଥିବା ସହ ଗ୍ରାମବାସୀଙ୍କୁ ମତାଇ ସ୍କୁଲରେ ତାଲା ପକାଇ ପୁଣି ଆରମ୍ଭ କରିଛନ୍ତି ଆଉ ଏକ ନୂଆ ବିବାଦ। ଏହିପରି ଦୃଶ୍ୟ ଦେଖିବାକୁ ମିଳିଛି କୋରାପୁଟ ଜିଲା…

ପ୍ରାର୍ଥନା ସଭା ପରେ ହଠାତ୍‌ ବେହୋଶ ହୋଇଗଲେ ୧୨ ଛାତ୍ର, ତାପରେ…

ଲକ୍ଷ୍ନୌ, ୩୦।୦୭: ଉତ୍ତର ପ୍ରଦେଶର ଏଟା ଜିଲା ଅନ୍ତର୍ଗତ ଏକ ସ୍କୁଲରେ ଆଶ୍ଚର୍ଯ୍ୟ କଲା ଭଳି ଘଟଣା ସାମ୍ନାକୁ ଆସିଛି । ଜନପଦର ଏହି ସ୍କୁଲରେ ସକାଳୁ ପ୍ରର୍ଥନା ସଭା ପରେ ୧୨ ଛାତ୍ର ବେହୋଶ ହୋଇଯାଇଛନ୍ତି । ଫଳରେ ଏହି…

ବିକାଶ ଅପହଞ୍ଚ: ଗାଁରେ ନାହିଁ ରାସ୍ତା କି ବିଦ୍ୟାଳୟ

କର୍ଲାମୁଣ୍ଡା,୨୨ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାଠାରୁ ୨୦ କିମି ଦୂରରେ ଅବସ୍ଥିତ ବୋରାପଦର ପଞ୍ଚାୟତର କେର୍ଣାପଲା ଗାଁ। ୩୫ ପରିବାର ବିଶିଷ୍ଟ ଏହି ଗାଁରେ ୧୦୫ ଜଣ ମହିଳା-ପୁରୁଷ ରହିଛନ୍ତି। ତେବେ ସ୍ବାଧୀନତାର ଦୀର୍ଘବର୍ଷ ପରେ…

ସରକାରୀ ସ୍କୁଲରୁ ୩ ଦିନରେ ବାହାରିଲା ୩ ଡର୍ଜନରୁ ଅଧିକ ବିଷାକ୍ତ ସାପ

କଟିହାର, ୧୨।୦୭: ତିନିଦିନ ମଧ୍ୟରେ ଏକ ସରକାରୀ ସ୍କୁଲରୁ ୩ ଡର୍ଜନରୁ ଅଧିକ ବିଷାକ୍ତ ସାପଙ୍କୁ ଉଦ୍ଧାର କରାଯାଇଛି । ବିହାରର କଟିହାରରେ ଏପରି ଘଟଣା ଦେଖିବାକୁ ମିଳିଛି । ସ୍କୁଲର ଶିକ୍ଷକମାନେ ଏହି ସାପଗୁଡ଼ିକୁ ଉଦ୍ଧାର କରିଛନ୍ତି । ଫଳରେ…

ସ୍କୁଲ, କଲେଜ ଛୁଟି ଘୋଷଣା କଲେ ସରକାର

ମୁମ଼୍ବାଇ,୦୯।୭: ମୟାନଗରୀ ମୁମ଼୍ବାଇରେ ପ୍ରବଳ ବର୍ଷା ଜାରି ରହିଛି । ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁସାରେ ଆଜି ମୁମ଼୍ବାଇ ଏବଂ ଏହାର ଆଖପାଖ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଗତକାଲି ଅରେଞ୍ଜ ଆଲର୍ଟ…

ଧରାପଡ଼ିଲା ସ୍କୁଲରେ ବଡ଼ ଧରଣର ଦୁର୍ନୀତି, ସିବିଆଇ ଦାଏର କଲା ମାମଲା

ନୂଆଦିଲ୍ଲୀ, ୨୮।୦୬: ପ୍ରଥମିକ ଶିକ୍ଷା ବିଭାଗରେ ବଡ଼ ଧରଣର ଦୁର୍ନୀତି ହରିୟାଣାରେ ଦେଖିବାକୁ ମିଳିଛି । ପିଲାମାନେ ନଥାଇ ସେମାନଙ୍କର ନାମଲେଖା ଯାଇଛି । ଏହାକୁ ନେଇ ଜାତୀୟ ତଦନ୍ତକାରୀ ସଂସ୍ଥା ସିବିଆଇ ଆକ୍ସନ ମୋଡକୁ ଆସିଛି । ଶିକ୍ଷା ବିଭାଗର…

୫-ଟି ସ୍କୁଲରେ ଦୁର୍ନୀତି ହୋଇଥିଲେ କଡ଼ା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ଭୁବନେଶ୍ୱର,୨୪ା୬: ୫-ଟି ସ୍କୁଲରେ ଦୁର୍ନୀତି ହୋଇଥିଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସୋମବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବିଗତ ଦିନରେ ଅନେକ ନକଲି ଶିକ୍ଷକ ଧରାପଡ଼ିଛନ୍ତି। ଏମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ।…

ଆସିଲା ବଡ଼ ଅପ୍‌ଡେଟ୍‌: ଏହିଦିନରୁ ସ୍ବାଭାବିକ ହେବ ସମସ୍ତ ବିଦ୍ୟାଳୟ

ଭୁବନେଶ୍ୱର,୨୦ା୬(ଅସମାପିକା ସାହୁ): ପାଣିପାଗ ବିଭାଗର ସୂଚନାକୁ ଆଧାର କରି ରାଜ୍ୟ ସରକାର ସମସ୍ତ ସରକାରୀ, ବେସରକାରୀ ଓ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଜୁନ୍‌ ୨୧ ଯାଏ ସକାଳ ୬ଟା ୩୦ରୁ ୧୦ଟା ୩୦ ପର୍ଯ୍ୟନ୍ତ ଖୋଲା ରହିବ।…

ଆସିଲା ନିର୍ଦ୍ଦେଶ, ଏହି ଦିନ ରାଜ୍ୟରେ ଖୋଲିବ ସମସ୍ତ ସ୍କୁଲ

ଭୁବନେଶ୍ୱର, ୯।୬: ରାଜ୍ୟରେ ଗ୍ରୀଷ୍ମ ଛୁଟି ସରି ଆସୁଥିବାବେଳେ ଆସନ୍ତା ୧୭ ତାରିଖରୁ ସ୍କୁଲ ଖୋଲିବ। ଛାତ୍ରୀଛାତ୍ରମାନେ ବିଦ୍ୟାଳୟକୁ ଆସିବା ଆଗରୁ ସମସ୍ତ ପ୍ରସ୍ତୁତି ସରିବ। ସ୍କୁଲ ଖୋଲିବାର ଏକ ସପ୍ତାହ ପୂର୍ବରୁ ସ୍ବଚ୍ଛତା ନେଇ ସୁନିଶ୍ଚିତ କରାଯିବ। ଏହାସହ ଦିନକ…

ଏପ୍ରିଲ ୨୫ରୁ ରାଜ୍ୟରେ ଖରାଛୁଟି

ଭୁବନେଶ୍ୱର,୨୧ା୪: ଆସନ୍ତା ୨୫ ତାରିଖରୁ ରାଜ୍ୟରେ ଖରାଛୁଟି କରାଯିବ। ଏନେଇ ରାଜ୍ୟ ସରକାର ରବିବାର ଘୋଷଣା କରିଛନ୍ତି। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ଓ ପାଣିପାଗ ବିଭାଗର…

ବଦଳିଲା ସ୍କୁଲ ସମୟ

କଟକ,୬ା୪(କାର୍ତ୍ତିକ ସାହୁ): ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତା ୮ ତାରିଖ ସୋମବାରଠାରୁ ଜିଲାରେ ବିଦ୍ୟାଳୟ ସମୟସୂଚୀକୁ ପରିବର୍ତ୍ତନ କରାଯାଇଛି। ୧ମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ଯାଏ ସମସ୍ତ ବିଦ୍ୟାଳୟ ଓ ଶିକ୍ଷାନୁଷ୍ଠାନରେ ସକାଳ ୬.୩୦ରୁ ପାଠପଢ଼ା ଆରମ୍ଭ ହୋଇ ପୂର୍ବାହ୍ନ…

ଏପ୍ରିଲ ୨ରୁ ସକାଳୁଆ ସ୍କୁଲ

ଭୁବନେଶ୍ୱର,୩୦ା୩(ଅସମାପିକା ସାହୁ): ରାଜ୍ୟରେ ଖରାର ପ୍ରକୋପ ବଢ଼ିଚାଲିଛି। ଖରାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆସନ୍ତା ଏପ୍ରିଲ ୨ରୁ ସ୍କୁଲଗୁଡ଼ିକୁ ସକାଳୁଆ ହେବା ପାଇଁ ନିର୍ଦ୍ଦେଶନାମା ଜାରି କରିଛନ୍ତି। ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲଗୁଡ଼ିକୁ ସକାଳୁଆ କରାଯିବ ବୋଲି ସ୍କୁଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri