ଓଡ଼ିଶାର ୫୫୨ଟି ସରକାରୀ ସ୍କୁଲରେ ଛାତ୍ରୀଙ୍କ ପାଇଁ ନାହିଁ ପୃଥକ ଶୌଚାଳୟ ଭୁବନେଶ୍ୱର: ଓଡ଼ିଶାର ମୋଟ ୫୫୨ଟି ସରକାରୀ ସ୍କୁଲରେ ଛାତ୍ରୀଙ୍କ ପାଇଁ ପୃଥକ ଶୌଚାଳୟ ସୁବିଧା ନାହିଁ। ସ୍କୁଲ ଏବଂ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି। ବିଧାୟକ ଅଶ୍ୱିନୀ କୁମାର ପାତ୍ରଙ୍କ ଏକ ପ୍ରଶ୍ନର ଉତ୍ତରରେ…