ବିଜ୍ଞାନ ପ୍ରକଳ୍ପ ଦେଲା ସଫଳତା: ରାଜ୍ୟସ୍ତରରେ ଅଂଶ ଗ୍ରହଣ କରିବେ ୨ ଅର୍ଚ୍ଚିତା ଦାରିଙ୍ଗବାଡି,୩୦।୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଉଲିପଦର ସେବାଶ୍ରମର ୨ ଜଣ ଛାତ୍ରୀ ବିଜ୍ଞାନ ପ୍ରକଳ୍ପରେ ଜିଲା ଓ ଜୋନାଲ ସ୍ତରରେ ପ୍ରଥମ ସ୍ଥାନ ଅଧିଗ୍ରହଣ କରି ରାଜ୍ୟ ସ୍ତରୀୟ ବିଜ୍ଞାନ ମେଳା ତଥା ସର୍ଗିଫୁଲରେ ଅଂଶ ଗ୍ରହଣ...