୧୩୪ ବର୍ଷ ବିଦ୍ୟାଳୟର ନାହିଁ ନିଜସ୍ବ ଜମି: ବିଶ୍ୱନାଥପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶ୍ରେଣୀଗୃହ ଅଭାବ, ନାହାନ୍ତି ବିଜ୍ଞାନ ଶିକ୍ଷକ
ବାଲିପାଟଣା,୨ା୧୧(ଅଭିମନ୍ୟୁ ନାୟକ): ଖୋର୍ଦ୍ଧା ଜିଲା ବାଲିପାଟଣା ବ୍ଲକର ବିଶ୍ୱନାଥପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ୧୮୯୨ମସିହାରେ ପ୍ରତିଷ୍ଠା ହୋଇଥିବାବେଳେ ଚଳିତବର୍ଷ ୧୩୪ ବର୍ଷରେ ପଦାର୍ପଣ କରିଛି। ଏହି ବିଦ୍ୟାଳୟରେ ଶିଶୁବାଟିକାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଶ୍ରେଣୀ ରହିଛି। ୭୨ଜଣ ବିଦ୍ୟାର୍ଥୀ ଏହି…

