ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି। ଏହି ଅବସରରେ ତାଙ୍କର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ସାକ୍ଷାତ ହୋଇଛି।…