ଦ୍ରୁତଗତିରେ ଆସୁଥିଲା ବସ୍, ଚକାତଳେ ଫସିଗଲେ ସ୍କୁଟି ଚାଳକ ଭଞ୍ଜନଗର,୭ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସ୍ଷ୍ଟାଣ୍ଡଠାରୁ ମାତ୍ର ୫୦ ମିଟର ଦୂରରେ ଥିବା ବେଲଗୁଣ୍ଠା ରୋଡ୍ ଛକରେ ଶୁକ୍ରବାର ସକାଳେ ଏକ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ସ୍କୁଟି ଚାଳକ ସାମାନ୍ୟ ଆହତ ହୋଇଛନ୍ତି। କିନ୍ତୁ ଉକ୍ତ ଗୋଲେଇ...