୬ ମାସ ପୂର୍ବରୁ ଶାହା ଲେଖିଥିଲେ ନୀତିଶଙ୍କ ବିଦାୟର ସ୍କ୍ରିପ୍ଟ? ସତ ହୋଇଗଲା ସଙ୍କେତ, ନିର୍ବାଚନ ସମୟରେ ହିଁ… ପାଟନା,୧୪।୪: ବିହାର ରାଜନୀତିରେ ମଙ୍ଗଳବାର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ବିହାରରେ ’ନୀତିଶ ଯୁଗ’ର ଅନ୍ତ ଘଟିଥିବା ଚର୍ଚ୍ଚା ହେଉଛି। ଅପରପକ୍ଷେ ଭାଜପା ନେତା ସମ୍ରାଟ ଚୌଧୁରୀଙ୍କୁ ବିହାରର…