ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର….. ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ ଟ୍ରକରେ ନିଆଁ ଲାଗିଥିଲା । ହେଲେ ଡ୍ରାଇଭର ଏବଂ ହେଲପର ସୌଭାଗ୍ୟବଶତଃ ବର୍ତ୍ତି…