Tag Archives: sea

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ ପେଟାଠାରେ ଅନ୍ତଃରାଷ୍ଟ୍ରୀୟ ତଟ ସ୍ବଚ୍ଛତା ଦିବସ ପାଳିତ ହୋଇଛି। ଏହି ଅବସରରେ ସାଗର…

ହର୍ମୁଜରେ ତୈଳ ବୋଝେଇ ଜାହାଜ ଉପରେ ଆକ୍ରମଣ, ଇରାନ କହିଲା ଆମେରିକୀୟ ପ୍ରରୋଚନାରେ…

ତେହରାନ,୧୮।୯: ହର୍ମୁଜରେ ତୈଳ ବୋଝେଇ ଜାହାଜ ଉପରେ ଇରାନ ଆକ୍ରମଣ କରିଛି। ଟୋଗୋର ତୈଳ ବୋଝେଇ ଜାହାଜ ଉପରେ ଏହି ଆକ୍ରମଣ କରିଛି ଇରାନ। ତେବେ ଜାହାଜଟି ଅବୈଧ ପଥ ଦେଇ ପାର ହେବାକୁ ଚେଷ୍ଟା କରିବା ବେଳେ ଇରାନ ଆକ୍ରମଣ…

ବିରଳ ପ୍ରଜାତିର ସବୁଜ ଶାମୁକା, ଏଥିରୁ ପ୍ରସ୍ତୁତ ହୁଏ ବିଭିନ୍ନ ରୋଗର ମହୌଷଧି

ମହାକାଳପଡ଼ା,୧୩ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ନୀଳ ଜଳରାଶିର ସାମୁଦ୍ରିକ ବିରଳ ସବୁଜ ଶାମୁକା ଅନ୍ୟତମ। ଗହୀରମଥା ଅଞ୍ଚଳର ଲଞ୍ଚ ଘୋଲା ମାଦେଲି, ଚଟକା, ହୁକିଟୋଲା ଓ ଷୋଳ ମୁହାଣ ଆଦି ତ୍ରିକୋଣ…

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ ଆତଙ୍କିତ ହୋଇ ଗୋପାଳପୁର ବନ୍ଦର କର୍ତ୍ତୃପକ୍ଷଙ୍କୁ ଏକାଧିକ ଥର ଏହି ବିଷୟରେ ଅବଗତ…

ଆଜି ଏସବୁ ଜିଲାରେ ପ୍ରବଳ ବର୍ଷା: ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା ୧୮ ତାରିଖ ପର୍ଯ୍ୟନ୍ତ…

ଭୁବନେଶ୍ୱର, ୧୭ା୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳ ଉପରେ ଥିବା ଲଘୁଚାପ କ୍ଷେତ୍ର ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା…

ଉଚ୍ଚ ଜୁଆରରେ ସମୁଦ୍ର ଅଶାନ୍ତ, ଲୀନ ହେବାକୁ ବସିଛି ମା’ଙ୍କ ମନ୍ଦିର

ଗଞ୍ଜାମ,୧୭ା୬(ବିଦ୍ୟାଧର ସାହୁ): ଋଷିକୂଲ୍ୟା ମୁହାଣ ଅଞ୍ଚଳରେ ତାଣ୍ଡବ ରଚୁଛି ଅଶାନ୍ତ ସମୁଦ୍ର। ଜଳ ଲହଡ଼ିରେ ଗଞ୍ଜାମ ବ୍ଲକର ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳ କ୍ଷୟ ହେବାରେ ଲାଗିଛି। ପାଳିବନ୍ଧ ପଞ୍ଚାୟତର ସାମୁଦ୍ରିକ ମତ୍ସ୍ୟଜୀବୀ ସମ୍ପ୍ରଦାୟ ପୋଡ଼ମ ପେଟା ଗ୍ରାମର ପ୍ରାୟ ୪ ଶହରୁ…

ଦୁନିଆର ସବୁଠୁ ଉଚ୍ଚ ଡାକଘର, ସମୁଦ୍ର ପତ୍ତନଠାରୁ…

ଡିଜିଟାଲ ଯୁଗ ହୁଏତ ଦୁନିଆକୁ ସ୍କ୍ରିନ୍‌ରେ ପରିଣତ କରିଦେଇଛି, କିନ୍ତୁ କିଛି ଭାବନା ଏବେ ବି କାଗଜ କଲମରେ ସେମାନଙ୍କର ଭାବନା ପୂର୍ଣ୍ଣ ପ୍ରକାଶିତ ହୋଇଥାଏ। ଚିଠିରେ ଲେଖାଯାଇଥିବା ଶବ୍ଦଗୁଡ଼ିକ ଲୋକଙ୍କ ହୃଦୟରେ ଦୀର୍ଘ ସମୟ ପର୍ଯ୍ୟନ୍ତ ରହିଯାଏ। ସେଥିପାଇଁ ପ୍ରଯୁକ୍ତିର…

ଟ୍ରଲର ମାଡ଼ରେ ମରୁଛନ୍ତି ଅଲିଭ ରିଡ୍‌ଲେ

କୁଜଙ୍ଗ,୧୩।୨(ମନୋଜ ପ୍ରଧାନ): ଅଲିଭ୍‌ରିଡ୍‌ଲେ କଇଁଛଙ୍କ ସୁରକ୍ଷା ପାଇଁ କେନ୍ଦ୍ର ସରକାର ପାରାଦୀପରେ କଇଁଛ କରିଡର କରିବାକୁ ବଜେଟରେ ଘୋଷଣା କରିଥିବା ବେଳେ କୁଜଙ୍ଗ ବନାଞ୍ଚଳ ନୂଆଗାଁ ବନକ୍ଷେତ୍ର ଅନ୍ତର୍ଗତ ଜଟାଧାର ତଣ୍ଡାରେ ଦୈନିକ ଶତାଧିକ ଅଲିଭ୍‌ରିଡ୍‌ଲେ କଇଁଛ ମରୁଛନ୍ତି। ସେମାନଙ୍କ ସୁରକ୍ଷା…

ମଝି ସମୁଦ୍ରରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଡିଜିପି କହିଲେ ଏହି ଦ୍ୱୀପରେ…

ଭଦ୍ରକ,୨୨ା୧(ସନାତନ ରାଉତ): ଭଦ୍ରକ ଜିଲା ଧାମରା ବନ୍ଦର ନିକଟସ୍ଥ ଉଡ଼ାବାଲି ଦ୍ବୀପରେ ୭୭ତମ ସାଧାରଣତନ୍ତ୍ର ଦିବସ ପୂର୍ବରୁ ଉଡ଼ିଛି ତ୍ରିରଙ୍ଗା। ଉପକୂଳ ସୁରକ୍ଷା ଓ ଶହୀଦଙ୍କ ଶ୍ରଦ୍ଧାଞ୍ଜଳି ଉଦ୍ଦେଶ୍ୟରେ ଏହି ତ୍ରିରଙ୍ଗା ଉତ୍ତୋଳନ କରାଯାଇଛି। ଯାହାର ପ୍ରକୃତ ନାମ ହେଲା କନିକା…

‘ବେଳାଭୂମି ଅବକ୍ଷୟକୁ ରୋକି ସମୁଦ୍ରକୂଳକୁ ସୁଦୃଢ଼ କରିବ ବାଲୁକା ଗୁଳ୍ମ’

ଅସ୍ତରଙ୍ଗ,୨୩ା୧୦: ଦିନକୁ ଦିନ ଅଶାନ୍ତ ହେଉଛି ବଙ୍ଗୋପସାଗର। ଓଡ଼ିଶାର ପ୍ରାୟ ଅର୍ଦ୍ଧାଧିକ ଉପକୂଳ ଅଞ୍ଚଳ ବେଳାଭୂମି ଅବକ୍ଷୟ ହେବା ରାଜ୍ୟ ପାଇଁ ଚିନ୍ତାର ବିଷୟ ପାଲଟିଛି। ଏହି ପରିସ୍ଥିତିରେ ବାଲୁକା ଗୁଳ୍ମ ଓ ଉପକୂଳ ଉଦ୍ଭିଦ ସଂରକ୍ଷଣ ହିଁ ପ୍ରାକୃତିକ ପ୍ରତିରକ୍ଷା…

ଉପକୂଳରେ ଅନୁପ୍ରବେଶ ରୋକିବ ସାଗର କବଚ

ମହାକାଳପଡ଼ା,୪ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳରେ ସୁରକ୍ଷା ପାଇଁ ସାଗର କବଚର ଏକ ଏନଫୋର୍ସ ଟିମ୍‌ର ୨ ଦିନିଆ ସମରାଭ୍ୟାସ ବୁଧବାରଠାରୁ ଆରମ୍ଭ ହୋଇଛି। ସମୁଦ୍ର ମଧ୍ୟରେ କୌଣସି ସନ୍ଦିଗ୍ଧ ବ୍ୟକ୍ତି, ବେଆଇନ ଚାଲାଣ ଓ…

ସମୁଦ୍ରରେ ଓଲଟିଲା ମାଛଧରା ଡଙ୍ଗା, ମିଳୁନି ମତ୍ସ୍ୟଜୀବୀଙ୍କ ପତ୍ତା

ଗଞ୍ଜାମ/ଛତ୍ରପୁର,୨୮ା୮(ବିଦ୍ୟାଧର ସାହୁ/ଦିଲ୍ଲୀପ ସାମଲ/ସନ୍ତୋଷ ପାଢ଼ୀ): ଋଷିକୂଲ୍ୟା ମୁହାଣସ୍ଥିତ ସମୁଦ୍ରକୁ ମାଛ ଧରିବାକୁ ଯାଇ ଜଣେ ବ୍ୟକ୍ତି ନିଖୋଜ ଥିବା ଜଣାପଡ଼ିଛି। ନିଖୋଜ ବ୍ୟକ୍ତି ହେଲେ ଛତ୍ରପୁର ବ୍ଲକ ଅନ୍ତର୍ଗତ ନୋଳିଆ ନୋଳିଆ ନୂଆ ଗାଁର ମତ୍ସ୍ୟଜୀବୀ ଏ. କାଳିଆ। ବୁଧବାର ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?