ଭେନେଜୁଏଲା ଭୂକମ୍ପର ଭଗ୍ନାବଶେଷ ଭିତରୁ ଖୋଜା ଚାଲିଛି ଜୀବନ, ଛାତି ଥରାଇ ଦେଉଛି ଶିଶୁଙ୍କ ସହ ନିର୍ବାକ ଜୀବଙ୍କ ଫଟୋ କାରାକାସ୍,୨୬।୬: ଭେନେଜୁଏଲାରେ ଭୂମିକମ୍ପ ପରେ ଅତି କମରେ ୨୩୫ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୪,୩୦୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି, ଯେତେବେଳେ ହଜାର ହଜାର ଲୋକ ନିଖୋଜ ଅଛନ୍ତି। ବିପର୍ଯ୍ୟୟ ସହାୟତା ଦଳ ଏବଂ ସାଧାରଣ ନାଗରିକମାନେ ଭୁଶୁଡ଼ି…