ସି-ସୋର ଚିଟ୍ଫଣ୍ଡ କେଳେଙ୍କାରୀ ମାମଲା: ପୂର୍ବତନ ଏମ୍ପିଙ୍କୁ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି କଟକ,୧୨ା୩(ପ୍ରଭୁକଲ୍ୟାଣ ପାଲ): ବହୁଚର୍ଚ୍ଚିତ ସି-ସୋର୍ ଚିଟ୍ଫଣ୍ଡ୍ କେଳେଙ୍କାରୀ ମାମଲାରେ ଅଭିଯୁକ୍ତ ବାଲେଶ୍ୱରର ପୂର୍ବତନ ଏମ୍ପି ରବୀନ୍ଦ୍ର କୁମାର ଜେନାଙ୍କୁ ହାଇକୋର୍ଟରୁ ସାମୟିକ ଆଶ୍ୱସ୍ତି। ତାଙ୍କୁ ପୂର୍ବରୁ ମିଳିଥିବା ‘ଅନ୍ତରୀଣ ସୁରକ୍ଷା’ ଅବଧିକୁ ଆସନ୍ତା ଏପ୍ରିଲ ୧୩ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ହାଇକୋର୍ଟ।…