ମ୍ୟୁଚୁଆଲ୍ ଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ: ଏବେ ୪୦ କ୍ୟାଟେଗୋରିରେ ହେବ ନିବେଶ, ‘ଇକ୍ୱୁଟି ଫଣ୍ଡ’ ଟଙ୍କାରେ… ନୂଆଦିଲ୍ଲୀ,୨୬।୨: ଭାରତୀୟ ପୁଞ୍ଜି ବଜାର ନିୟନ୍ତ୍ରକ ସେବି (SEBI) ମ୍ୟୁଚୁଆଲ ଫଣ୍ଡ ହାଉସ୍ଗୁଡ଼ିକୁ ପୂର୍ବ ଅପେକ୍ଷା ଅଧିକ ସ୍ବାଧୀନତା ପ୍ରଦାନ କରିଛନ୍ତି। ନିବେଶକଙ୍କ ବିପଦ (Risk) କମାଇବା ଏବଂ ରିଟର୍ଣ୍ଣ ବଢ଼ାଇବା ପାଇଁ ସେବି କେତେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି। ୧.…