ଉତ୍ତରପ୍ରଦେଶର ବାନ୍ଦା ପ୍ରଥମ ଝାରସୁଗୁଡ଼ା ଦେଶର ଦ୍ୱିତୀୟ ଉତ୍ତପ୍ତ ସହର ଭୁବନେଶ୍ୱର,୨୯।୪: ରାଜ୍ୟରେ ତାତି ଅସହ୍ୟ ହେବାରେ ଲାଗିଛି। ଗତ କିଛିଦିନ ଧରି ଲଗାତର ଭାବେ ଝାରସୁଗୁଡ଼ାର ତାପମାତ୍ରା ୪୪ ଡିଗ୍ରୀ ଅତିକ୍ରମ କରିବା ସହ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ଭାବେ ପରିଣତ ହୋଇଛି। ମଙ୍ଗଳବାର ଝାରସୁଗୁଡ଼ାରେ ୪୫.୩ ଡିଗ୍ରୀ ତାତି…