ମୋଦିଙ୍କ କାନରେ ଲାଗିଥିବା ‘White Earring’କୁ ନେଇ ହଇଚଇ, ଜାଣନ୍ତୁ କେଉଁ କାମରେ ଆସେ ଏହି ସିକ୍ରେଟ ଗ୍ୟାଜେଟ ନୂଆଦିଲ୍ଲୀ,୨୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସମ୍ପ୍ରତି ତାଙ୍କ ଓମାନ ଗସ୍ତ ସମୟରେ ଏକ ଅନନ୍ୟ ଗ୍ୟାଜେଟ ପିନ୍ଧିଥିବାର ଦେଖାଯାଇଥିଲା, ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସ୍ବାଗତ ସମାରୋହ ଏବଂ ଉଚ୍ଚସ୍ତରୀୟ ବୈଠକ ସମୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାମ କାନରେ...