ସିକ୍ରେଟ୍ ଫୋନ୍ ପାଇଁ ସ୍ତ୍ରୀକୁ ହତ୍ୟା କରି ଘର ପଛପଟେ ପୋତିଦେଲେ ସ୍ୱାମୀ ଗୋରଖପୁର,୨୬।୧୨: ସ୍ତ୍ରୀକୁ ସନ୍ଦେହ କରି ହତ୍ୟା କଲେ ସ୍ୱାମୀ। ସିକ୍ରେଟ ଫୋନ ରଖିଥିଲେ ବୋଲି ନେଇଗଲେ ଜୀବନ। ପରେ ମୃତଦେହକୁ ଘର ପଛପଟେ ଏକ ଗାତ ଖୋଳି ପୋତିଦେଲେ। ଏଭଳି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି ଉତ୍ତରପ୍ରଦେଶର ଗୋରଖପୁର ଅଞ୍ଚଳରେ। ଅଭିଯୁକ୍ତ...