ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ… ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ ଆଇଡି ବିସ୍ପୋରକ ଖଞ୍ଜିଥିଲେ ମାଓବାଦୀ l ଏଭଳି ଏକ ଘଟଣା କନ୍ଧମାଳ ଜିଲା…