ସାମ୍ନାକୁ ଆସିଲା ବିରାଟ-ରୋହିତଙ୍କ ସୁରକ୍ଷାରେ ବଡ଼ ତ୍ରୁଟି, ଟିମଙ୍କ ସହ ବୁଲିଲେ ଅପରାଧି! ରାୟପୁର,୫।୧୨: ରାୟପୁରରେ ଖେଳାଯାଇଥିବା ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ମ୍ୟାଚ ସମୟରେ ଖେଳାଳିଙ୍କ ସୁରକ୍ଷାରେ ବଡ଼ ଅବହେଳାର ପର୍ଦ୍ଦାଫାସ ହୋଇଛି। ଏହି ମ୍ୟାଚ ସମୟରେ, ଖେଳାଳିଙ୍କ ସୁରକ୍ଷା ଦାୟିତ୍ୱ ଡଜନ ଡଜନ ମାମଲାରେ ଅଭିଯୁକ୍ତ ବ୍ୟକ୍ତିଙ୍କୁ...