security exposed

ସାମ୍ନାକୁ ଆସିଲା ବିରାଟ-ରୋହିତଙ୍କ ସୁରକ୍ଷାରେ ବଡ଼ ତ୍ରୁଟି, ଟିମଙ୍କ ସହ ବୁଲିଲେ ଅପରାଧି!

ରାୟପୁର,୫।୧୨: ରାୟପୁରରେ ଖେଳାଯାଇଥିବା ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ମ୍ୟାଚ ସମୟରେ ଖେଳାଳିଙ୍କ ସୁରକ୍ଷାରେ ବଡ଼ ଅବହେଳାର ପର୍ଦ୍ଦାଫାସ ହୋଇଛି। ଏହି ମ୍ୟାଚ…

7 hours ago