ଭାଇରାଲ ହେଉଛି ସେଜଲଙ୍କ ମା’ଙ୍କ ହାତଲେଖା ଚିଠି, ଏଥିରେ ଲେଖିଛନ୍ତି ସବୁଠୁ ବଡ଼ ଦୁଃଖ ସମୟରେ ମୁଁ ତୁମ… ବାଲେଶ୍ୱର,୧ା୧୨: ସାମ୍ନାକୁ ଆସିଛି ସେଜଲଙ୍କ ପାଳିତ ମା’ଙ୍କ ଆବେଗଭରା ଚିଠି। ଏଥିରେ ସେ ଲେଖିଛନ୍ତି, ତୁମେ ଚାଲିଯାଉଥିବାରୁ ମୋ ହୃଦୟ କଷ୍ଟ ଓ ଯନ୍ତ୍ରଣାରେ ଭରିଯାଉଛି। ମୁଁ ଦୁଃଖିତ ଯେ, ତୁମେ ତୁମ ମା’ଙ୍କ ନାଁରେ କଳଙ୍କ ଲଗାଇଦେଲ। ତୁମେ...