ବରଗଡ଼ ଧନୁଯାତ୍ରା: ନଭେମ୍ବର ୧ରୁ କଂସ ଚୟନ ପ୍ରକ୍ରିୟା ଆରମ୍ଭ, ଉଠିଲା ବୟସ କଟକଣା
ବରଗଡ଼, ୨୮।୧୦(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୭ ମସିହା ଜାନୁଆରୀ ୧୨ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଦୀର୍ଘ ୧୧ ଦିନ ବ୍ୟାପୀ ଚାଲିବାକୁ ଥିବା ଏହି ମହୋତ୍ସବ ଜାନୁଆରୀ ୨୨ ତାରିଖ ପର୍ଯ୍ୟନ୍ତ…

