ରାଜ୍ୟରେ ସ୍କୁଲ ପରୀକ୍ଷାର ପ୍ରଶ୍ନପତ୍ର ବିକ୍ରି ଅଭିଯୋଗ: ଚାରି ଜଣ ୟୁଟ୍ୟୁବର୍, ସରକାରୀ ଶିକ୍ଷକ ଗିରଫ ଭୁବନେଶ୍ୱର,୧୬।୨: ଅନଲାଇନ୍ ପ୍ଲାଟଫର୍ମରେ ଓଡ଼ିଶାରେ ସ୍କୁଲ ପରୀକ୍ଷା ପ୍ରଶ୍ନପତ୍ର ବିକ୍ରି କରୁଥିବା ଏକ ରାକେଟକୁ ପୋଲିସ ପର୍ଦାଫାଶ କରିଛି। ଏହି ମାମଲାରେ ଚାରି ଜଣ ୟୁଟ୍ୟୁବର୍ ଏବଂ ଜଣେ ସରକାରୀ ସ୍କୁଲ ଶିକ୍ଷକଙ୍କ ସମେତ ପାଞ୍ଚ ଜଣଙ୍କୁ ଗିରଫ କରାଯାଇଛି।...