ଟେସଲା ସହିତ ସେମିକଣ୍ଡକ୍ଟର ଚିପ୍ସ ପାଇଁ ଚୁକ୍ତି ସ୍ଵାକ୍ଷର କଲା ଟାଟା ଇଲେକ୍ଟ୍ରୋନିକ୍ସ ମୁମ୍ବାଇ,୧୫।୪: ଆମେରିକାର ଅଟୋମେକର୍ ଟେସଲା ଟାଟା ଇଲେକ୍ଟ୍ରୋନିକ୍ସ ସହିତ ସେମିକଣ୍ଡକ୍ଟର ଚିପ୍ସ ପାଇଁ ଏକ ରଣନୀତିକ ଚୁକ୍ତି ସ୍ୱାକ୍ଷର କରିଛି। ରିପୋର୍ଟ ଅନୁଯାୟୀ ଟେସଲା ଭାରତରେ ଏକ ଯୋଗାଣ ଶୃଙ୍ଖଳା ନିର୍ମାଣ କରିବାକୁ ଆଗ୍ରହୀ ଅଟେ ଯାହା ସ୍ଥାନୀୟ ରାଜସ୍ୱ...