Tag Archives: semifinal

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ ଆର୍ଜେଣ୍ଟିନା ଜୋରଦାର ପ୍ରସ୍ତୁତି ଚଳାଇଛି। ୩୯ ବର୍ଷୀୟ ଲିଓନେଲ ମେସି କ୍ୟାରିୟରରେ ପ୍ରଥମ…

ଦକ୍ଷିଣ ଆଫ୍ରିକା-ୱେଷ୍ଟଇଣ୍ଡିଜ ମ୍ୟାଚ ଭାରତର ଭାଗ୍ୟ କିପରି ବଦଳାଇବ? କାହାର ବିଜୟ ଟିମ ଇଣ୍ଡିଆକୁ ଲାଭ ଦେବ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୨: ଆଜି ଅର୍ଥାତ୍‌ ଗୁରୁବାର ୨୬ ଫେବୃଆରୀରେ ଅନୁଷ୍ଠିତ ହେବାକୁ ଥିବା ୱେଷ୍ଟଇଣ୍ଡିଜ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ମ୍ୟାଚ ଉପରେ ଭାରତର ଭାଗ୍ୟ ନିର୍ଭର କରିବ। ଯଦି ଭାରତ ସେମିଫାଇନାଲ ଖେଳିବାକୁ ଚାହେଁ, ତେବେ ତାକୁ ଦକ୍ଷିଣ ଆଫ୍ରିକା ଏବଂ…

ଶ୍ରୀଲଙ୍କା ହାରିବା ପରେ କାହିଁକି ଟେନସନରେ ପାକିସ୍ତାନ? ଜାଣନ୍ତୁ ଗ୍ରୁପ ୨ ସେମିଫାଇନାଲ ସମୀକରଣ

ନୂଆଦିଲ୍ଲୀ,୨୬।୨: ICC T20 ବିଶ୍ୱକପ ୨୦୨୬ର ସୁପର ୮ମ୍ୟାଚରେ ନ୍ୟୁଜିଲ୍ୟାଣ୍ଡ ଶ୍ରୀଲଙ୍କାକୁ ୬୧ରନରେ ପରାସ୍ତ କରିଛି। ଏହି ପ୍ରଭାବଶାଳୀ ବିଜୟ ସହିତ, ନ୍ୟୁଜିଲ୍ୟାଣ୍ଡ ସେମିଫାଇନାଲ ଆଡକୁ ଏକ ବଡ଼ ପଦକ୍ଷେପ ନେଇଛି। ବୁଧବାର, ଫେବୃଆରୀ ୨୫ରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ…

ବର୍ଷା ଯୋଗୁ ମ୍ୟାଚ ଧୋଇଗଲେ ଏହି ନିମୟମରେ ହେବ ସେମିଫାଇନାଲର ନିଷ୍ପତ୍ତି, ବୁଝନ୍ତୁ ଏହି ଗଣିତ

ନୂଆଦିଲ୍ଲୀ,୨୨।୨: ୨୦୨୬ ଟି୨୦ ବିଶ୍ୱକପ ସୁପର ୮ ପର୍ଯ୍ୟାୟରେ ବର୍ଷା ବିପର୍ଯ୍ୟୟ ସୃଷ୍ଟି କରୁଛି। ଗତ ଶନିବାର (୨୧ ଫେବୃଆରୀ) ପାକିସ୍ତାନ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଅନୁଷ୍ଠିତ ପ୍ରଥମ ସୁପର ୮ ମ୍ୟାଚ ଧୋଇ ହୋଇଯାଇଥିଲା। ଏହା ଉଲ୍ଲେଖନୀୟ ଯେ ସୁପର…

ମହିଳା ବିଶ୍ୱକପ୍: ଆହତ ପ୍ରତୀକା ରାୱଲଙ୍କ ସ୍ଥାନରେ ଶେଫାଳି ବର୍ମା ଭାରତୀୟ ଦଳରେ ସାମିଲ

ମୁମ୍ବାଇ,୨୭।୧୦: ଆଇସିସି ମହିଳା କ୍ରିକେଟ ବିଶ୍ୱକପ୍ ୨୦୨୫ର ସେମିଫାଇନାଲ ପୂର୍ବରୁ ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ। ବାଂଲାଦେଶ ବିପକ୍ଷ ଲିଗ୍ ମ୍ୟାଚ୍‌ରେ ଫିଲ୍ଡିଂ କରୁଥିବା ବେଳେ ଡାହାଣ ଗୋଡ଼ ଓ ଗୋଡ଼଼ ଆଘାତ ଯୋଗୁଁ ପ୍ରତୀକା ରାୱଲ ଟୁର୍ଣ୍ଣାମେଣ୍ଟରୁ ବାଦ୍ ପଡ଼ିଛନ୍ତି।…

ଆୟୋଜକ ୱେଷ୍ଟଇଣ୍ଡିଜକୁ ହରାଇ ସେମିଫାଇନାଲରେ ଦକ୍ଷିଣ ଆଫ୍ରିକା

ନୂଆଦିଲ୍ଲୀ,୨୪।୬: ଏକ ରୋମାଞ୍ଚକର ମ୍ୟାଚରେ ଆୟୋଜକ ୱେଷ୍ଟଇଣ୍ଡିଜକୁ ପରାସ୍ତ କରି ସେମିଫାଇନାଲରେ ପ୍ରବେଶ କରିଛି ଦକ୍ଷିଣ ଆଫ୍ରିକା। ସୋମବାର ନର୍ଥ ସାଉଣ୍ଡର ସାର୍ ଭିଭିଆନ୍ ରିଚାର୍ଡସ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?